୩୦ ହଜାର ମଦ୍ରାସା ଉପରେ ହେବ ସରକାରୀ ନିୟନ୍ତ୍ରଣ: ପାକିସ୍ତାନ

ଇସ୍‌ଲାମାବାଦ,୩୦।୪: ପାକିସ୍ତାନ ସରକାର ସୋମବାର ଘୋଷଣା କରିଛନ୍ତି କି ପାକିସ୍ତାନରେ ଥିବା ୩୦ ହଜାରରୁ ଊର୍ଦ୍ଧ୍ୱ ମଦ୍ରାସାକୁ ମୁଖ୍ୟଧାରାର ଶିକ୍ଷା ପ୍ରଣାଳୀରେ ସାମିଲ କରାଯିବ। ପାକିସ୍ତାନ ସେନାର ପ୍ରବକ୍ତା ଏହି ସୂଚନା ଦେଇ କହିଛନ୍ତି କି ଏଥର ମଦ୍ରାସାରେ ସାମୟିକ ଶିକ୍ଷା ଦିଆଯିବ। ଏଠାରେ ପଢୁଥିବା ଛାତ୍ରମାନଙ୍କ ପାଇଁ ଏଭଳି ପାଠ୍ୟକ୍ରମ ପ୍ରଚଳନ କରାଯିବ ଯେଉଁଥିରେ କୌଣସି ଖରାପ ଭାଷା ବା ଶବ୍ଦ ରହିବ ନାହିଁ। ବିଶେଷ କରି ଏଥିରେ ବିଭିନ୍ନ ସମ୍ପ୍ରଦାୟକୁ ସମ୍ମାନ ଦେବାଭଳି ଶିକ୍ଷା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯  ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି…

Ali Khamenei Funeral: ଆୟାତୋଲ୍ଲା ଅଲି ଖାମେନେଇଙ୍କ ସହିତ ତାଙ୍କ ୧୪ ମାସର ନାତୁଣୀଙ୍କୁ ଦିଆଯିବ ଶେଷ ବିଦାୟ; ସର୍ବୋଚ୍ଚ ନେତାଙ୍କ ପାଖରେ ରଖାଯାଇଛି ପରିବାର କଫିନ

ତେହରାନ,୪।୭: ଶୁକ୍ରବାର (ଜୁଲାଇ 3, 2026), ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ହଜାର ହଜାର ଲୋକ ଇରାନର ରାଜଧାନୀ ତେହରାନରେ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri