୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ: ଗୋଲାପ, ଚକୋଲେଟ୍‌ ଦେଇ ସଚେତନ

ବ୍ରହ୍ମପୁର ଅଫିସ,୧୧।୧: ଗଞ୍ଜାମ ଜିଲା ବ୍ରହ୍ମପୁରରେ ଅନୁଷ୍ଠିତ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ କାର୍ଯ୍ୟକ୍ରମକୁ ଟ୍ରାଫିକ୍‌ ଡିଏସ୍‌ପି ସାର୍ଥକ ରାୟ ଶନିବାର ଉଦ୍‌ଘାଟନ କରିଛନ୍ତି।
ଖଲ୍ଲିକୋଟ କଲେଜର ଏନ୍‌ସିସି କ୍ୟାଡେଟ୍‌ମାନଙ୍କ ସହାୟତାରେ ଟ୍ରାଫିକ୍‌ ପୋଲିସ ଟାଟା ବେଞ୍ଜ୍‌ ଛକରେ ପ୍ରତ୍ୟେକ ବାଇକ୍‌ଚାଳକ କିପରି ସୁରକ୍ଷିତ ରହିବା ସହ ସୁଖୀ ରହିବେ ତାର ବାର୍ତ୍ତା ଦେଇଛନ୍ତି । ଉକ୍ତ ରାସ୍ତା ଦେଇ ବିନା ହେଲ୍‌ମେଣ୍ଟରେ ଯାତାୟାତ କରୁଥିବା ବାଇକ୍‌ ଚାଳକମାନଙ୍କୁ ଗୋଲାପ, ଚକୋଲେଟ୍‌ ଦିଆଯାଇ ସଚେତନ କରାଯାଇଛି। ଏହି କାର୍ଯ୍ୟକ୍ରମ ୧୧ରୁ ୧୭ ତାରିଖଯାଏଁ ସହରର ପ୍ରମୁଖ ଛକମାନଙ୍କରେ ଅନୁଷ୍ଠିତ ହେବ ବୋଲି ଟ୍ରାଫିକ୍‌ ଇନ୍ସପେକ୍ଟର ସୁନୀଲ ବେହେରା ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି…

ଗାଈପଲକୁ ଧକ୍କା ଦେଲା ଅଜଣା ଗାଡ଼ି, ଛିଟିକି ହୋଇ ପଡିଲେ….

ବଲାଙ୍ଗୀର,୨୧।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ପେଲେସ ଲାଇନ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗାଡ଼ି ମଟର ଚଳାଚଳ ବନ୍ଦ ରହିଛି । ଅଜଣା ଗାଡ଼ି…

ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ କିଏ? କରାଟେରେ ପାଇଛନ୍ତି ବ୍ଲାକ ବେଲ୍ଟ, ଓଡ଼ିଶା ସହ ରହିଛି…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସମ୍ପ୍ରତି ତାଙ୍କ ଆନ୍ଦୋଳନ ଏବଂ ଅନଶନ ଯୋଗୁ ଚର୍ଚ୍ଚାରେ ଅଛନ୍ତି। ଇତିମଧ୍ୟରେ, ତାଙ୍କ ପତ୍ନୀ ଗୀତାଞ୍ଜଳି ଜେ. ଆଙ୍ଗମୋ ମଧ୍ୟ…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ…

ବିପଦ ସୃଷ୍ଟି କରୁଛି ମୁକୁଳା ଟ୍ରାନ୍ସଫର୍ମର: ଛାତ୍ରୀଛାତ୍ରଙ୍କ ପ୍ରତି ବିପଦ

ନୂଆପଡ଼ା,୨୧ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ରାସ୍ତା କଡରେ ବିପଦସଙ୍କୁଳ ଅବସ୍ଥାରେ ମୁକଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରହିଥିବାରୁ ବିଭିନ୍ନ…

ହାଇ ଭୋଲଟେଜ ତାର ସଂସ୍ପର୍ଶରେ ଆସିଲା ଜଗନ୍ନାଥଙ୍କ ରଥ, ୨ ଛାତ୍ର ମୃତ, ୭ ଗୁରୁତର

ରାଞ୍ଚି,୨୧।୭: ଝାଡ଼ଖଣ୍ଡ ଟୋରପା ଥାନା ଅଞ୍ଚଳର କୋଟେଙ୍ଗସେରାର ‘ମାଉସି ବାରି’ ନିକଟରେ ପ୍ରଭୁ ଜଗନ୍ନାଥଙ୍କ ରଥ ୧୧,୦୦୦ ଭୋଲ୍ଟର ହାଇ-ଟେନସନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବାରୁ ଦୁଇଜଣ…

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri