Posted inଜାତୀୟ

୩୨ଥର ପାଇଁ ନିଜର ମତ ସାବ୍ୟସ୍ତ କଲେ ଭାରତର ପ୍ରଥମ ଭୋଟରଙ୍କ ମଧ୍ୟରୁ ଜଣେ

କଳ୍ପ,୧୯।୫: ଭାରତରେ ୧୯୫୧ରେ ପ୍ରଥମ ଥର ଲାଗି ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ୬୮ ବର୍ଷ ତଳେ ଭୋଟ ଦେବାରେ ଯେଉଁ ଉତ୍ସାହ ଥିଲା ଆଜିବି ସେହି ଉତ୍ସାହ ଦେଖିବାକୁ ମିଳିଥିଲା ୧୦୩ ବର୍ଷୀୟ ଭୋଟର ଶ୍ୟାମ ସରନ ନେଗିଙ୍କ ନିକଟରେ। ଭାରତର ପ୍ରଥମ ଭୋଟରଙ୍କ ମଧ୍ୟରୁ ସେ ହେଉଛନ୍ତି ଅନ୍ୟତମ। ରବିବାର ଅନୁଷ୍ଠିତ ହୋଇଥିବା ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନରେ ନେଗି ନିଜର ମତ ସାବ୍ୟସ୍ତ କରିଛନ୍ତି। ହିମାଚଳ ପ୍ରଦେଶର କଳ୍ପା ଗାଁର ବାସିନ୍ଦା ହେଉଛନ୍ତି ନେଗି। ଏହା ତାଙ୍କର ୩୨ ତମ ମତଦାନ। ଏହି ଶତାୟୁଙ୍କ ଭୋଟଦାନ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯିବା ସହ ଡାକ୍ତରମାନେ ମଧ୍ୟ ତାଙ୍କ ସହ ଉପସ୍ଥିତ ରହିଥିଲେ। ସୂଚନାଯୋଗ୍ୟ, ରବିବାର ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଲାଗି ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟର ମତଦାନ ଚାଲିଥିବା ବେଳେ ଏଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ଆସନ୍ତା ୨୩ ତାରିଖରେ ଫଳାଫଳ ଘୋଷଣା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri