୩୨୭୮ ଡାକ୍ତର ପଦବୀ ପୂରଣ ପାଇଁ ଓପିଏସ୍‌ସିକୁ ଚିଠି

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜ୍ୟରେ ଡାକ୍ତର ପଦବୀ ପୂରଣ ପାଇଁ ସୋମବାର ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି)କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚିଠି ଲେଖିଛି। ବିଭାଗୀୟ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା ରାଜ୍ୟରେ ଖାଲି ପଡ଼ିଥିବା ମୋଟ ୩୨୭୮ ଡାକ୍ତର ପଦବୀ ପୂରଣ ପାଇଁ ଓପିଏସ୍‌ସିକୁ ଦେଇଥିବା ଚିଠିରେ ଦର୍ଶାଇଛନ୍ତି। ତେବେ ଏଥିରେ ୨ହଜାର ନୂଆ ଲିଭ୍‌ ଟ୍ରେନିଂ ରିଜର୍ଭ ମେଡିକାଲ ଅଫିସର(ଏଲ୍‌ଟିଆର୍‌ଏମ୍‌ଓ) ପଦବୀ ଅନ୍ତର୍ଭୁକ୍ତ ରହିଛି। ଖାଲି ପଡ଼ିଥିବା ପଦବୀ ମଧ୍ୟରେ ସାଧାରଣବର୍ଗର ୧୩୫୮, ଏସ୍‌ସିବିସି ୧୩୬, ଏସ୍‌ସି ୭୦୯ ଓ ଏସ୍‌ଟି ବର୍ଗରେ ୧୦୭୫ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri