୩୪ରେ ପାଦ ଥାପିଲେ ଶ୍ରୁତି ହାସନ: ଧନୁଷ ଏବଂ ମାଇକେଲଙ୍କ ସହିତ ଥିଲା ପ୍ରେମ ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ତଥା ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ଅଭିନେତ୍ରୀ କମଲ ହାସନଙ୍କ ଲଳନା ଶ୍ରୁତି ହାସନ ମଙ୍ଗଳବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୬ ଜାନୁୟାରୀ ୨୮ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଶ୍ରୁତି ରାଜଲକ୍ଷ୍ମୀ ହାସନ। ଚାଚି ୪୨୦ରେ ସେ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ। ଫିଲ୍ମ ଲକ୍‌ରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ସେ ଏଥିରେ ଇମରାନ୍‌ ଖାଁଙ୍କ ଅପୋଜିଟ୍‌ରେ ଅଭିନୟ କରି ଢ଼େର୍‌ ପ୍ରଶଂସା ସାଉଁଟି ଥିଲେ। ଏହାପରେ ତାଙ୍କର ଫିଲ୍ମ ରାମାୟ ବସ୍ତାବୟା ମଧ୍ୟ ସଫଳ ରହିଥିଲା। ଶ୍ରୁତି ଏବଂ ରଜନୀକାନ୍ତଙ୍କ ଜ୍ୱାଇଁ ଧନୁଷଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ନେଇ ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରି ସହିତ ବଲିଉଡ୍‌ରେ ବେଶ୍‌ ଚର୍ଚ୍ଚା ରହିଥିଲା। ସେମାନେ ଡେଟିଂରେ ଯାଉଥିବା ନେଇ ନାନା ଖବର ମଧ୍ୟ ଶୁଣିବାକୁ ମିଳିଥିଲା। ମାଇକେଲ କୋର୍ସେଲ୍‌ଙ୍କ ସହିତ ତାଙ୍କର ପ୍ରେମ ସମ୍ପର୍କ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ଦୀର୍ଘ ଦିନ ପ୍ରେମ ସମ୍ପର୍କ ପରେ ସେମାନେ ପରସ୍ପରଠାରୁ ଦୂରେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri