୩୬୬ ଶ୍ରମିକ ସ୍ବତନ୍ତ୍ର ଟ୍ରେନରେ ଫେରିଛନ୍ତି ୪ ଲକ୍ଷ ପ୍ରବାସୀ

ନୂଆଦିଲ୍ଲୀ, ୧୧।୫ – ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ପଠାଇବା ଲାଗି ବର୍ତ୍ତମାନ ସୁଦ୍ଧା ୩୬୬ଟି ଶ୍ରମିକ ସ୍ବତନ୍ତ୍ର ଟ୍ରେନର ସୁବିଧା କରାଯାଇଛି । ଏହି ଟ୍ରେନଗୁଡିକରେ ବିଭିନ୍ନ ରାଜ୍ୟକୁ ୪ ଲକ୍ଷ ପ୍ରବାସୀଙ୍କୁ ପଠାଇବା ବ୍ୟବସ୍ଥା ହୋଇଛି। ଏହି ସମସ୍ତ ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ ବାବଦ ଅର୍ଥ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ୮୫:୧୫ ପ୍ରତିଶତ ହିସାବରେ ବହନ କରିବେ ବୋଲି କେନ୍ଦ୍ର ରେଳ ମନ୍ତ୍ରୀ ପୀୟୂଷ ଗୋୟଲ ଟୁଇଟ୍‌ ଯୋଗ ସୂଚନା ଦେଇଛନ୍ତି। ରବିବାର ସୁଦ୍ଧା ୨୮୭ ଟି ଟ୍ରେନ ପହଞ୍ଚତ୍ ସାରିଥିବା ବେଳେ ୭୯ଟି ଟ୍ରେନ ଗନ୍ତବ୍ୟସ୍ଥଳ ଅଭିମୁଖେ ବାହାରି ସାରିଛି। ଏହି ୨୮୭ଟି ମଧ୍ୟରୁ ଆନ୍ଧ୍ରପ୍ରଦେଶକୁ ୧, ବିହାର ୮୭, ହିମାଚଳ ପ୍ରଦେଶ ୧, ଝାଡଖଣ୍ଡ୧୬, ମଧ୍ୟ ପ୍ରଦେଶ ୨୪, ମହାରାଷ୍ଟ୍ର୩, ଓଡିଶା ୨୦, ରାଜସ୍ଥାନ ୪, ତେଲଙ୍ଗାନା ୨, ଉତ୍ତର ପ୍ରଦେଶ ୧୨୭, ପଶ୍ଚିମବଙ୍ଗ ୨ ଆଦି ବିଭିନ୍ନ ଷ୍ଟେସନରେ ପହଞ୍ଚତ୍ ସାରିଛି। ପ୍ରତି ଟ୍ରେନରେ ୧୨୦୦ଜଣ ଯାତ୍ରୀ ଏବଂ ୨୪ଟି ବଗି ସହ ଯାତ୍ରା କରୁଛି। ପ୍ରତି ବଗିରେ ୭୨ସିଟ୍‌ ଓ ୫୪ ଜଣ ଯାତ୍ରୀ ସାମାଜିକ ଦୂରତା ଓ ନିୟମ ଅନୁସାରେ ଯାତ୍ରା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri