ନୂଆଦିଲ୍ଲୀ,୧୧-୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ପ୍ରତ୍ୟାହାର ପରେ ଏବେ ସେଠାକାର ରିଏଲ ଇଷ୍ଟେଟରେ ନିବେଶ ସୁଯୋଗ ସୃଷ୍ଟି ହୋଇଛି। ଦେଶର ବୃହତ ରିଏଲ ଇଷ୍ଟେଟ କମ୍ପାନୀ ଲଦାଖ ଓ ଜମ୍ମୁ-କଶ୍ମୀରରେ ନିବେଶ କରିପାରିବେ ବୋଲି କ୍ରେଡାଇ ଅଧ୍ୟକ୍ଷ ଜ୍ୟାକ୍ସେ ଶାହ ମିଡିଆ ସହ ଆଲୋଚନା କାଳନରେ କହିଛନ୍ତି। ଉପତ୍ୟକାରେ ରିଏଲ ଇଷ୍ଟେଟ ସେକ୍ଟରରେ ନିବେଶ ପାଇଁ ବିଲ୍ଡରମାନେ ଦୀର୍ଘଦିନ ହେବ ଅପେକ୍ଷା କରିଥିଲେ ବୋଲି ସେ କହିଛନ୍ତି। ସେମାନେ ରାଜ୍ୟରେ ଆବାସିକ ଓ ବାଣିଜି୍ୟକ ସମ୍ପତ୍ତିରେ ନିବେଶ କରିବେ। ଏଥିସହିତ ପରିବେଶକୁ କ୍ଷତି ନ ପହଞ୍ଚାଇ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ସେଠାରେ ଅଧିକ ସଂଖ୍ୟାରେ ଗଲ୍ଫ କୋର୍ସ, ହୋଟେଲ ଓ ଅନ୍ୟ ସମସ୍ତ ସୁବିଧାର ବିକାଶ ସମ୍ଭାବନା ରହିଛି। ଇସ୍ରାଏଲର ତେଲ ଆଭିଭରେ ଏବେ କ୍ରେଡାଇର ବୈଠକ ଚାଲିଛି। ରିଏଲ ଇଷ୍ଟେଟ ସେକ୍ଟରରେ ମାନ୍ଦାବସ୍ଥା ଆସିବା ସତ୍ତ୍ୱେ ବହୁ ସଂଖ୍ୟାରେ ବିଲ୍ଡର ଏବେ ମଧ୍ୟ ବଜାରରେ ତିଷ୍ଠି ରହିଥିବାରୁ ଶାହ ସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହା ଡେଭଲପରଙ୍କ ଦୃଢ଼ତାକୁ ଦର୍ଶାଉଛି ବୋଲି ସେ କହିଛନ୍ତି। କ୍ରେଡାଇ ପ୍ରେଡିଡେଣ୍ଟ ସତୀଶ ମାଗର ଗୃହ ଋଣ ଉପରେ ସୁଧ ହାରକୁ ୭.୫%କୁ ହ୍ରାସ କରିବା ଆବଶ୍ୟକ ବୋଲି କହିଛନ୍ତି। ସେହିପରି କ୍ରେଡାଇ ସଚିବ ପଙ୍କଜ ଗୋୟଲ ସିଷ୍ଟମକୁ ଅଧିକ ନମନୀୟ କରିବା ଉପରେ ଜୋର୍ ଦେଇଛନ୍ତି।
ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍
ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...
ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...
ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା
ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...
ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...
ପୁଣି ଟ୍ରେନ୍ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...
ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ
ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...
ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...
Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ
ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...
Archives


