Posted inଜାତୀୟ

୩୭୦ ଭୋଟରେ ଲୋକ ସଭାରେ ପାସ୍‌ ହେଲା ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍‌

ନୂଆଦିଲ୍ଲୀ,୬।୮: ରାଜ୍ୟ ସଭା ପରେ ଲୋକ ସଭାରେ ଗୃହୀତ ହୋଇଛି ଜମ୍ମୁ-କଶ୍ମୀର ପୁର୍ନଗଠନ ବିଲ୍‌। ଉକ୍ତ ରାଜ୍ୟକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫(ଏ) ଉଚ୍ଛେଦ ବିଲ୍‌ ମଙ୍ଗଳବାର ବହୁମତରେ ପାସ୍‌ ହୋଇଛି। ବିଲ୍‌ ସପକ୍ଷରେ ୩୭୦ଟି ଭୋଟ ପଡ଼ିିଥିବା ବେଳେ ବିପକ୍ଷରେ ଯାଇଛି ମାତ୍ର ୭୦ ଭୋଟ।

ପ୍ରକାଶଯୋଗ୍ୟ, ସୋମବାର ରାଜ୍ୟ ସଭାରେ ଉକ୍ତ ବିଲ୍‌କୁ ଉଚ୍ଛେଦ ନେଇ ବିଲ୍‌ ପାସ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ ଆଗତ କରିଥିବା ଏହି ପ୍ରସ୍ତାବ ବହୁମତରେ ଗୃହୀତ ହୋଇଥିଲା। ଏଥିରେ ଜମ୍ମୁ-କଶ୍ମୀରଠାରୁ ଲଦାଖକୁ ଅଲଗା କରି ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ ପ୍ରତିଷ୍ଠା କରାଯିବାକୁ ପ୍ରସ୍ତାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri