୩୮୦ ବର୍ଷ ଧରି ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼

ରିଓ ଡି ଜେନେରିଓ,୨୬।୨: ଭାରତରେ ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା କରାଯାଇଥାଏ। ତେବେ ବିଦେଶରେ ମଧ୍ୟ ଗଣପତିଙ୍କ ବହୁ ମନ୍ଦିର ରହିଛି। ବ୍ରାଜିଲ୍‌ର ରିଓ ଡି ଜେନେରିଓରେ ପ୍ରତିବର୍ଷ ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼ ଦେଖିବାକୁ ମିଳିଛି। ଏହି ଉତ୍ସବ ଗତ ୩୮୦ ବର୍ଷ ଧରି ପାଳିତ ହେଉଛି। ଏହି ଉତ୍ସବ ୫ ଦିନ ଧରି ପାଳିତ ହୋଇଥାଏ। ୧୬୪୦ଠାରୁ ଏହି ଉତ୍ସବ ଅନୁଷ୍ଠିତ ହେଉଛି। ୧୮୪୦ରେ ଏହି ଉତ୍ସବରେ ମୁଖାପିନ୍ଧି ନୃତ୍ୟ କରିବାକୁ ଅନୁମତି ମିଳିଥିଲା। ସେହିପରି ୧୯୧୭ରେ ଊତ୍ସବରେ ସାମ୍ବା ପରେଡ଼କୁ ସାମିଲ କରାଯାଇଥିଲା। ଚଳିତ ବର୍ଷ ଏହି ଉତ୍ସବରେ ୧୩ ସାମ୍ବା ସ୍କୁଲକୁ ସାମିଲ କରାଯାଇଥିଲା। ପ୍ରତି ସାମ୍ବା ସ୍କୁଲ ଏକ ଘଣ୍ଟା ଧରି ନିଜର ନୃତ୍ୟ ପରିବେଷଣ କରିଥିଲେ। ଚଳିତ ବର୍ଷ ଏହି ଉତ୍ସବ ଫେବୃୟାରୀ ୨୬ରେ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ଦୁଇ ବିମାନ: ଆଉ ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

କ୍ୱାଲାଲାମ୍ପପୁର,୨୩।୪: ମାଲେସିଆରେ ଏକ ଦୁଃଖଦ ଘଟଣା ଘଟିଛି। ଏଠାରେ ଦୁଇଟି ନୌସେନା ହେଲିକପ୍ଟର ପରସ୍ପର ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା। ଏହି ହେଲିକପ୍ଟରଗୁଡ଼ିକ ରୟାଲ ମାଲେସିଆ...

ଏଲନ ମସ୍କଙ୍କୁ ‘ଅହଂକାରୀ’ କହିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ସିଡନୀ,୨୩।୪: ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ମଙ୍ଗଳବାର ବିଲିୟନେୟାର ବ୍ୟବସାୟୀ ଏଲନ ମସ୍କଙ୍କୁ ‘ଅହଂକାରୀ’ ବୋଲି ବର୍ଣ୍ଣନା କରିଛନ୍ତି। ପ୍ରକାଶ ଯେ, ଅଷ୍ଟ୍ରେଲିଆର ସିଡନୀରେ ଜଣେ...

ତାଇଓ୍ବାନ୍‌ରେ ବଡ଼ ଧରଣର ଭୂକମ୍ପ: ଭୁଶୁଡ଼ିଲା କୋଠା

ତାଇୱାନ,୨୩।୪: ତାଇୱାନରେ ଭୂକମ୍ପ କମ୍ପନ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂକମ୍ପର ତୀବ୍ରତା ରିକ୍ଟର...

ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri