Posted inଜାତୀୟ

୩ ଅଯୋଗ୍ୟ ଘୋଷିତ ବିଧାୟକ ଯିବେ ସୁପ୍ରିମ୍‌କୋର୍ଟ: ବାଚସ୍ପତିଙ୍କ ନିଷ୍ପତ୍ତିକୁ କଂଗ୍ରେସ-ଜେଡିଏସ୍‌ କଲେ ସ୍ବାଗତ

ବେଙ୍ଗାଲୁର୍‌,୨୮।୭: କର୍ନାଟକରେ କ୍ଷମତା କନ୍ଦଳ ଡ୍ରାମା ଶେଷ ହେବାର ନାଁ ଧରୁନି। ବାଚସ୍ପତି ଆର୍‌ ରମେଶ କୁମାର ଗୁରୁବାର ୩ ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିଥିଲେ। ଏହା ପରେ ରବିବାର ୧୪ ବିଧାୟକଙ୍କୁ ମଧ୍ୟ ସମଦଶା ଭୋଗିବାକୁ ପଡ଼ିଛି। ତେବେ ପୂର୍ବରୁ ଅଯୋଗ୍ୟ ଘୋଷିତ ହୋଇଥିବା ୩ ବିଧାୟକ ସୋମବାର ଏନେଇ ସୁପ୍ରିମ୍‌କୋର୍ଟରେ ଆବେଦନ କରିବେ। ଅନ୍ୟ ୧୪ ବିଧାୟକ ମଧ୍ୟ ସେମାନଙ୍କୁ ଅନୁସରଣ କରିବାର ସମ୍ଭାବନା ରହିଛି। କର୍ନାଟକ ରାଜନୈତିକ ଡ୍ରାମାରେ ବାଚସ୍ପତିଙ୍କ କାର୍ଯ୍ୟକୁ କଂଗ୍ରେସ ଏବଂ ଜେଡିଏସ୍‌ ପକ୍ଷରୁ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri