Posted inଜାତୀୟ

୩ ଆଇଏସ୍‌ ସହଯୋଗୀ ଗିରଫ

ନୂଆଦିଲ୍ଲୀ,୨୬ା୧୧: ଆଇଏସ୍‌ ଆତଙ୍କବାଦୀଙ୍କ ସହ ସମ୍ପର୍କ ରଖିଥିବା ୩ ଆତଙ୍କବାଦୀଙ୍କୁ ବିସ୍ଫୋରକ ସହ ଦିଲ୍ଲୀ ପୋଲିସ ଆସାମ୍‌ର ଗୋଲ୍‌ପାରାରୁ ଗିରଫ କରିଛି। ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ କରିବା ଲାଗି ଏମାନେ ଯୋଜନା କରୁଥିଲେ ବୋଲି ଜଣାପଡ଼ିଛି। ଗିରଫ ରଣଜୀତ ଅଲି, ମୁକଦର ଓ ଜମିଲ୍‌ଙ୍କୁ ହେପାଜତ୍‌କୁ ନିଆଯାଇ ଜେରା କରାଯାଉଛି। ଏମାନଙ୍କଠାରୁ ଆଇଇଡି ଜବତ କରାଯାଇଥିବା ସ୍ପେଶାଲ ସେଲ୍‌ ଡିସିପି ପ୍ରମୋଦ ସିଂ କୁଶ୍‌ଓ୍ବାହ ପ୍ରକାଶ କରିଛନ୍ତି। ଦିଲ୍ଲୀ ପୋଲିସ ଓ ଆସାମ ପୋଲିସର ମିଳିତ ଅପରେଶନ ସେମାନଙ୍କ ଯୋଜନାକୁ ପଣ୍ଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri