Posted inକଟକ

୩ କ୍ୟାମ୍ପ୍‌ରେ ରହିଲେ ରାଜ୍ୟ ବାହାରର ୧୨୧ ଶ୍ରମିକ

ବାରଙ୍ଗ,୧ା୪(ଡି.ଏନ୍‌.ଏ)- ଚନ୍ଦକା ଥାନା ଅଧୀନରେ ହୋଇଛି ୩ଟି ଆଶ୍ରୟସ୍ଥଳୀ। ମେଣ୍ଢାଶାଳ ଓ ଛତାବର ପଂଚାୟତ ଅଧୀନରେ ଥିବା ଏହି ଆଶ୍ରୟସ୍ଥଳୀରେ ରାଜ୍ୟବାହାର ୧୨୧ଜଣ ଶ୍ରମିକଙ୍କୁ ଚନ୍ଦକା ପୋଲିସ ଅଟକ ରଖିଛି। ଝାଡ଼ଖଣ୍ଡ ରାଜ୍ୟର ୬୭ଜଣ ଶ୍ରମିକ ଚେନ୍ନାଇରେ ଏକ କୋରିୟର ସଂସ୍ଥାରେ କାର୍ଯ୍ୟ କରନ୍ତି। ତେବେ ଲକଡାଉନ ଯୋଗୁ କୌଣସିଯୋଗେ ଭୁବନେଶ୍ୱର ଆସି ସେଠାରୁ ଚନ୍ଦକା ରାସ୍ତାରେ ଫେରୁଥିବାବେଳେ ଚନ୍ଦକା ପୋଲିସ ତାଙ୍କୁ କାଟେଣୀ ଛକରେ ରୋକିଥିଲା। ପରେ ୫ଟି ଗାଡ଼ି ସହ ଏହି ଶ୍ରମିକମାନଙ୍କୁ ଆଣି ଛତାବରସ୍ଥିତ ବାଉରୀବନ୍ଧୁ ମହାବିଦ୍ୟାଳୟରେ ରଖିଥିଲା। ଏମାନଙ୍କ ମଧ୍ୟରେ ଜଣେ ଗର୍ଭବତୀଙ୍କ ସମେତ ଅନ୍ୟ ୫ଜଣ ମହିଳା ଥିବାର ଜଣାପଡିଛି। ସେହିପରି ଡେରାସ ସିଫୁଡ୍‌ପାର୍କରେ ପଶ୍ଚିମବଙ୍ଗର ୨୯ଜଣ କାର୍ଯ୍ୟରତ ଶ୍ରମିକମାନଙ୍କୁ ଅସ୍ଥାୟୀ ଶିବିରରେ ପୋଲିସ ଆଣି ରଖିଛି। ସେହିପରି ଭାବେ ଅଙ୍ଗାରପଡା ପଞ୍ଚାୟତରେ ପାଇଖାନା ନିର୍ମାଣ କରୁଥିବା ପଶ୍ଚିମବଙ୍ଗର ୨୫ଜଣ ଶ୍ରମିକଙ୍କୁ ମଧ୍ୟ ଅନ୍ୟ ଏକ ଅସ୍ଥାୟୀ ଶିବିରରେ ରଖାଯାଇଥିବାର ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, କଟକ View All

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri