୩ ଖାନ୍‌ଙ୍କ ଫିଲ୍ମରେ କାମ କରିବାକୁ ମନା କରିଥିଲେ ଏହିସବୁ ଅଭିନେତ୍ରୀ

ବଲିଉଡ୍‌ରେ ଏମିତି କିଛି ଅଭିନେତ୍ରୀ ଅଛନ୍ତି ଯେଉଁମାନେ ୩ ଖାନ୍‌ ଅର୍ଥାତ ଶାହାରୁଖ, ଅମୀର ଏବଂ ସଲମାନଙ୍କ ବିଗ୍‌ ବଜେଟ୍‌ ଫିଲ୍ମରେ କାମ କରିବାକୁ ମନା କରି ଦେଇଛନ୍ତି। ଜାଣନ୍ତୁ ଏହି ଅଭିନେତ୍ରୀମାନେ କିଏ?

ଐଶ୍ୱର୍ଯ୍ୟା ରାୟ : ଐଶ୍ୱର୍ଯ୍ୟା ଅମୀରଙ୍କ ଫିଲ୍ମ ‘ରାଜା ହିନ୍ଦୁସ୍ତାନୀ’ରେ କାମ କରିବାକୁ ମନା କରିଦେଇଥିଲେ। ଏହା ପଛରେ ଏକ କାରଣ ମଧ୍ୟ ରହିଛି। ଐଶ୍‌ ସେତେବେଳେ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତା ପାଇଁ ପ୍ରସ୍ତୁତ ହେଉଥିଲେ। ତେଣୁ ମନା କରିଦେଇଥିଲେ।

ଶିଳ୍ପା ସେଟ୍ଟୀ : ଫିଲ୍ମ ‘ବାଦ୍‌ଶାହ’ରେ ଯେତେବେଳେ ଶିଳ୍ପାଙ୍କୁ ଅଫର ମିଳିଥିଲା ସେତେବେଳେ ସେ ଶାହରୁଖ୍‌ଙ୍କ ବିଗ୍‌ ବଜେଟ୍‌ ଫିଲ୍ମରେ କାମ କରିବାକୁ ମନା କରିଥିଲେ। କିନ୍ତୁ ଶାହାରୁଖଙ୍କ ଏହି ଫିଲ୍ମ ଏକ ଟର୍ଣିଂ ପଏଣ୍ଟ ଥିଲା। ଶିଳ୍ପା ମନା କରିବା ପରେ ଏଥିରେ ଟ୍ବିଙ୍କଲ୍‌ ଖାନା ଅଭିନୟ କରିଥିଲେ। ଯାହା ହିଟ୍‌ ହୋଇଥିଲା।

ଦୀପିକା ପାଦୁକୋନ : ସଲମାନଙ୍କ କେତେକ ଫିଲ୍ମରେ ଦୀପିକା କାମ କରିବାକୁ ମନା କରିଦେଇଛନ୍ତି। ଏଇଯେମିତି ‘ସୁଲତାନ୍‌’, ‘କିକ୍‌’, ‘ଜୟ ହୋ’, ବଜରଙ୍ଗୀ ଭାଇଜାନ୍‌ ପରି ଫିଲ୍ମରେ ଦୀପିକା କାମ କରିବାକୁ ମନା କରିଦେଇଛନ୍ତି।

କାଜଲ : ଅମୀର ଖାନ୍‌ଙ୍କ ସବୁଠୁ ବଡ଼ ଆଉ ହିଟ୍‌ ଫିଲ୍ମ ‘୩ ଇଡିଅଟ୍‌ସ’ ଅଫରକୁ ମନା କରିଦେଇଥିଲେ କାଜଲ। ଇଏ ଫିଲ୍ମ ତାଙ୍କ ପାଇଁ ବଡ଼ ନୁହେଁ ବୋଲି କାଜଲ ଭାବିଥିଲେ। ପରେ ଏହି ଅଫରକୁ କରୀନା ଗ୍ରହଣ କରିଥିଲେ। ଯେଉଁ ଫିଲ୍ମ ପାଇଁ ଆଜି କରୀନା ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri