Posted inଜାତୀୟ

୩ ଗୁପ୍ତଚର ଧରାପଡ଼ିଲେ: ପାକିସ୍ତାନକୁ ଦେଉଥିଲେ ଗୁରୁତ୍ୱପୂର୍ଣ୍ଣ ସୂଚନା

ହିସାର,୩।୮: ହରିୟାଣାର ହିସାରରୁ ୩ ଗୁପ୍ତଚର ଧରାପଡ଼ିଛନ୍ତି। ସେମାନେ ପାକିସ୍ତାନକୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଯୋଗାଉଥିବା ଅଭିଯୋଗ ହୋଇଛି। ସେନାର ସୂଚନା ଆଧାରରେ ରାଗିବ୍‌, ମେହତାବ୍‌ ଏବଂ ଖାଲିଦଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ମୋବାଇଲ୍‌ ଫୋନ୍‌ ଓ କିଛି ଗୁରୁତ୍ୱପୂର୍ଣ୍ଣ ଫଟୋଗ୍ରାଫ୍‌ ମଧ୍ୟ ଜବତ କରାଯାଇଥିବା କୁହାଯାଉଛି। ସେନାର ଗୋଇନ୍ଦା ବିଭାଗ ଏବଂ ସେନା ପୋଲିସର ମିଳିତ ଉଦ୍ୟମରେ ଏହି ସଫଳତା ମିଳିଛି। ମେହତାବ୍‌ ମୁଜାଫରପୁରରେ ରହୁଥିବାବେଳେ ଖାଲିଦ୍‌ ଶାମଲିର ବାସିନ୍ଦା ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri