୩ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲେ ସରପଞ୍ଚ

ବନ୍ତ,୩୦ା୫(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ପରିପେକ୍ଷୀରେ ଶନିବାର ଭଦ୍ରକ ଜିଲା ବନ୍ତ ବ୍ଲକ ଷେଣ୍ଢତୀରା ପଞ୍ଚାୟତର ଚାରିପୋଖରିଆ, ଷଠତୀରା, ଷେଣ୍ଢତୀରା ଗ୍ରାମ ସମେତ ଷେଣ୍ଢତୀରା ବଜାର ଅଞ୍ଚଳକୁ ସରପଞ୍ଚ ପ୍ରେମଲତା ପ୍ରଧାନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି। ଶନିବାର ପୂର୍ବାହ୍ନ ୧୦ଟାରୁ ଜୁନ୍‌ ୩ ତାରିଖ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଏହି ଜୋନ୍‌ରେ କଟକଣା ଲାଗୁ ହୋଇଛି। ଏନେଇ ସରପଞ୍ଚ ବିଡିଓ, ତହସିଲଦାର ଓ ବନ୍ତ ଥାନାଧିକାରୀଙ୍କୁ ଲିଖିତ ଅବଗତ କରାଇଛନ୍ତି। ଶନିବାର ଉକ୍ତ ପଞ୍ଚାୟତରେ ୨ ଜଣ କରୋନା ପଜିଟିଭ୍‌ ବାହାରିବା ପରେ ସାଧାରଣ ଲୋକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ନିଆଯାଇଥିବା ସରପଞ୍ଚ କହିଛନ୍ତି। ଏହି ୨ ଆକ୍ରାନ୍ତ ନିଳୋକ କ୍ୱାରାଣ୍ଟାଇନରେ ରହି ଘରକୁ ଫେରିଥିଲେ। ଗତ ୨୨ ତାରିଖରେ ସେମାନଙ୍କର ସ୍ବାବ୍‌ ପରୀକ୍ଷା ପାଇଁ ଯାଇଥିଲ। ଶନିବାର ରିପୋର୍ଟ ଆସିବା ପରେ ସରପଞ୍ଚ ଏଭଳି ପଦକ୍ଷେପ ନେଇଥିବା କହିଛନ୍ତି। ସମ୍ପୃକ୍ତ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ତଦାରଖ ଅଧିକାରୀ ଭାବେ କାର୍ଯ୍ୟ ନିର୍ବାହ କରୁଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri