ଭୁବନେଶ୍ୱର, ୧୬ା୭(ବ୍ୟୁରୋ): ଖ୍ୟାତନାମା ଲେଖକ ପବନ କୁମାର ବର୍ମା, ରାଜେନ୍ଦ୍ର କିଶୋର ପଣ୍ଡା ଓ ପାରୋ ଆନନ୍ଦଙ୍କୁ ଚଳିତବର୍ଷ କଳିଙ୍ଗ ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବ। ସେହିଭଳି ଯୁବ ଲେଖକ କେଦାର ମିଶ୍ରଙ୍କୁ କଳିଙ୍ଗ ସାହିତ୍ୟ ଯୁବ ପୁରସ୍କାର ୨୦୧୯ ପ୍ରଦାନ କରାଯିବ। ରାଜେନ୍ଦ୍ର କିଶୋର ପଣ୍ଡା ଚଳିତବର୍ଷ ପାଇଁ କଳିଙ୍ଗ ସାହିତ୍ୟ ପୁରସ୍କାର ପାଇବେ। ସେହିଭଳି ପବନ କୁମାର ବର୍ମା କଳିଙ୍ଗ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପାରୋ ଆନନ୍ଦ ୨୦୧୯ ମସିହା ଲାଗି କଳିଙ୍ଗ କାରୁବାକୀ ପୁରସ୍କାର ପାଇବେ ବୋଲି କଳିଙ୍ଗ ସାହିତ୍ୟ ମହୋତ୍ସବର ନିର୍ଦ୍ଦେଶକ ରଶ୍ମି ରଞ୍ଜନ ପରିଡ଼ା ସୂଚନା ଦେଇଛନ୍ତି। ସାହିତ୍ୟର ବିଭିନ୍ନ କ୍ଷେତ୍ରରେ ଶ୍ରେଷ୍ଠ ଅବଦାନ ନିମନ୍ତେ କଳିଙ୍ଗ ସାହିତ୍ୟ ମହୋତ୍ସବ(କେଏଲ୍ଏଫ୍) ପକ୍ଷରୁ ବାର୍ଷିକ ପୁରସ୍କାର ପ୍ରଦାନ କରାଯାଇଥାଏ।
ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର
ଭୁବନେଶ୍ୱର,୨୦।୮(ସୁନିତ୍ ମିଶ୍ର):ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆର୍ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…
୨୮ରେ ରାଜ୍ୟ କ୍ୟାବିନେଟ୍: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ
ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…
ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ
ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…
ଭୁବନେଶ୍ୱର,୧୯।୮(ସୁନିତ୍ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…
ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…
ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…
ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…
ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…
ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର
ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…
ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା
ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…
Archives

