A pedestrian walks with an umbrella as lightning strikes during an evening thunderstorm in Jammu on May 14, 2015. AFP PHOTO / RAKESH BAKSHI (Photo credit should read rakesh bakshi/AFP/Getty Images)
ଭୁବନେଶ୍ୱର,୩।୩(ବ୍ୟୁରୋ): ଓଡ଼ିଶାର ୩ ଜିଲାରେ ମଙ୍ଗଳବାର ଝଡ଼ ତୋଫାନ ଓ ସ୍ବଳ୍ପ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ବାାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବା ଅନୁମାନ କରାଯାଇଛି। ଏହାକୁ ନେଇ ସନ୍ଧ୍ୟା ୬ଟା ଯାଏ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଥିବା ସୂଚନା ମିଳିଛି।