୩ ଜିଲାର ସହରାଞ୍ଚଳ ଉନ୍ନୟନ ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ଛତ୍ରପୁର, ୨୧।୧(ଡି.ଏନ୍‌.ଏ.): ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଜିଲାରେ ଥିବା ସହରାଞ୍ଚଳଗୁଡ଼ିକରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ଏକ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁର ସ୍ଥିତ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ଗୃହ ନିର୍ମାଣ ଓ ନଗର ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାଥନନ୍‌ ଯୋଗ ଦେଇ ସମୀକ୍ଷା କରିଥିଲେ। ଏଥିସହ ଉକ୍ତ ବିଭାଗର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକଙ୍କ ସହ ଅନ୍ୟ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ଏହି ବୈଠକରେ ସବୁ କାର୍ଯ୍ୟକ୍ରମର ଲକ୍ଷ୍ୟ ପୂରଣ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି। ଏଥିରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି, ନୟାଗଡ ଜିଲାପାଳ ପୁମା ଟୁଡୁ, ବିଏମ୍‌ସି କମିଶନର ଚକ୍ରର୍ବୀ ସିଂ ରାଠୋରଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri