୩ ଜୁଆଆଡ୍ଡାରେ ଚଢାଉ, ୧୩ ଗିରଫ: ୪ ବାଇକ୍‌, ୨୪୩୨୦ ଟଙ୍କା ଜବତ

ଆସିକା,୪ା୧୦ (ଡି.ଏନ୍‌.ଏ.)- ଆସିକା ଥାନା ଇଲାକାର ବେଣିଆ, ନୂଆଗଁା ଓ ଦେବଭୂମି ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ଉପରେ ଗୁରୁବାର ରାତିରେ ପୋଲିସ ଚଢାଉ କରିଥିଲା। ଏଠାରୁ ୧୩ଜଣ ଜୁଆଡିଙ୍କୁ ଗିରଫ କରାଯାଇଛି। ଜୁଆଆଡ୍ଡାରୁ ୨୪ ହଜାର ୩୨୦ ଟଙ୍କା, ୪ ବାଇକ, ୯ ମୋବାଇଲ ଓ ତାସ ଜବତ ହୋଇଛି। ନଂ.୩୪୭, ୩୪୮ ଓ ୩୪୯/୧୯ରେ ତିନୋଟି ମାମଲା ରୁଜୁ କରାଯାଇ ଶୁକ୍ରବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବା ବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?