୩ ଦଫା ଦାବି ନେଇ ଜିଲା ଶ୍ରମଆୟୁକ୍ତଙ୍କ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା ଅଫିସ,୪।୩: ଭାରତୀୟ ମଜଦୁର ସଂଘ ପକ୍ଷରୁ ଶ୍ରମଆୟୁକ୍ତଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାରତୀୟ ମଜଦୁର ସଂଘର ରାଜ୍ୟ ନିଷ୍ପତ୍ତି କ୍ରମେ ଏହି ଜିଲାସ୍ତରୀୟ ଆନ୍ଦୋଳନ ହୋଇଯାଇଛି। ଏନେଇ ପୂର୍ବରୁ ସ୍ଥାନୀୟ ଗାନ୍ଧୀ ପାର୍କରୁ ଏକ ଶୋଭାଯାତ୍ରା ବାହାରି ଓଭରବ୍ରିଜ୍‌ ଦେଇ ଜିଲା ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାଯର୍ର୍‌ୟାଳୟରେ ପହଞ୍ଚିଥିଲା। ଦାବିଗୁଡ଼ିକ ମଧ୍ୟରେ ନୂତନ ୟୁନିୟନର ପଞ୍ଜିକରଣ ସମୟ ସୀମା ମଧ୍ୟରେ କରଯିବା, ସାରା ଓଡ଼ିଶାରେ ଅଧିକ ସଂଖ୍ୟାରେ ଷ୍ଟାଫ୍‌ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟଗୁଡ଼ିକରେ ନିୟୋଜିତ କରାଯିବା, ଗ୍ରାମାଞ୍ଚଳରେ ରୁରାଲ ଲେବର କାର୍ଯ୍ୟାଳୟ ଗଠନ ଅନ୍ତର୍ଭୁକ୍ତ। ରାଜ୍ୟର ଲେବର ସେକ୍ରେଟାରୀଙ୍କୁ ଏନେଇ ଏକ ଦାବିପତ୍ର ରାୟଗଡ଼ା ଡିଭିଜନାଲ ଲେବର କମିଶନର ପ୍ରଶାନ୍ତ କୁମାର ତ୍ରିପାଠୀଙ୍କ ଜରିଆରେ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri