Categories: ଜାତୀୟ

୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯିବେ ଶାହ

ନୂଆଦିଲ୍ଲୀ, ୪।୮: ଜମ୍ମୁ-କଶ୍ମୀରରେ ସାଧାରଣ ଲୋକଙ୍କ ମଧ୍ୟରେ କେନ୍ଦ୍ର ସରକାରଙ୍କ ନୀତି ନେଇ ଶଙ୍କା ସୃଷ୍ଟି ହୋଇଛି। ତେବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଚଳିତ ମାସରେ ୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଶାହ ଜମ୍ମୁ-କଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି କୁହାଯାଉଛି। ସେ ବିଭିନ୍ନ ଜିଲାରେ ଆୟୋଜିତ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Share