୩ ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ,୩ଇଭିଏମ୍‌ ଅଚଳ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲା ସଦରମହକୁମାରେ ଭୋଟ ଗଣତି କେନ୍ଦ୍ରରେ ପ୍ରଥମ ରାଉଣ୍ଡରେ ଖୋର୍ଦ୍ଧା, ଚିଲିକା ଓ ବେଗୁନିଆ ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀମାନେ ଆଗୁଆ ରହିଥିବା ସୂଚନା ମିଳିଛି। ଏଥିରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଜ୍ୟୋତିରିନ୍ଦ୍ର ନାଥ ମିତ୍ର ୪ହଜାର ୭୮ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ କାଳୁଚରଣ ଖଣ୍ଡେଇତରାୟ ୨୬୭୨ ଭୋଟ ପାଇଥିବା ଜଣାପଡ଼ିଛି। ସେହିପରି ଭୁବନେଶ୍ୱର ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ଆଗୁଆ ଥିବା ଜଣାପଡ଼ିଛି। ଅପରପକ୍ଷରେ ଭୋଟ ଗଣତି କେନ୍ଦ୍ରରେ ୩ଟି ଇଭିଏମ୍‌ ଅଚଳ ହୋଇପଡ଼ିଥିବାରୁ ଭୋଟ ଗଣତିରେ ବାଧା ସୃଷ୍ଟି ହୋଇଛି। ପ୍ରଥମ ରାଉଣ୍ଡରୁ ଅବ୍ୟବସ୍ଥା ଦେଖାଦେଇଥିବାରୁ ଭୋଟ ଗଣତିରେ ବିଳମ୍ବ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri