ଆସିକା,୬।୭(ଡି.ଏନ୍.ଏ)- ଗାଙ୍ଗପୁର ଥାନା ପାଇଲିପଡା ଗ୍ରାମରୁ ଶୁକ୍ରବାର ରାତିରେ ପୋଲିସ ୩ଜଣ ଫେରାର୍ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଉକ୍ତ ଗଁ।ର ସୁଦର୍ଶନ ନାୟକ, ବିପ୍ର ନାୟକ ଓ ଜୁରିଆ ନାୟକ । ଏକ ଫୌଜଦାରୀ ମାମଲାରେ ସମ୍ପୃକ୍ତ ଥାଇ ଅଭିଯୁକ୍ତମାନେ ଅଦାଲତରେ ହାଜର ହେଉନ ଥିବାରୁ ସେମାନଙ୍କ ବିରୋଧରେ ଅଦାଲତ ପକ୍ଷରୁ ଜାମିନ ବିହୀନ ଗିରଫ ପରୱାନା ଜାରି କରାଯାଇଥିଲା । ଏହି ପରୱାନା ବଳରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ସତ୍ୟରଞ୍ଜନ ପ୍ରଧାନ କହିଛନ୍ତି।
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ
ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…
ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ
ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…
ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଛି।…
ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…
ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…
ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ
ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…
Archives

