୩ ଫେରାର୍‌ ଅଭିଯୁକ୍ତ ଗିରଫ

ଆସିକା,୬।୭(ଡି.ଏନ୍‌.ଏ)- ଗାଙ୍ଗପୁର ଥାନା ପାଇଲିପଡା ଗ୍ରାମରୁ ଶୁକ୍ରବାର ରାତିରେ ପୋଲିସ ୩ଜଣ ଫେରାର୍‌ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଉକ୍ତ ଗଁ।ର ସୁଦର୍ଶନ ନାୟକ, ବିପ୍ର ନାୟକ ଓ ଜୁରିଆ ନାୟକ । ଏକ ଫୌଜଦାରୀ ମାମଲାରେ ସମ୍ପୃକ୍ତ ଥାଇ ଅଭିଯୁକ୍ତମାନେ ଅଦାଲତରେ ହାଜର ହେଉନ ଥିବାରୁ ସେମାନଙ୍କ ବିରୋଧରେ ଅଦାଲତ ପକ୍ଷରୁ ଜାମିନ ବିହୀନ ଗିରଫ ପରୱାନା ଜାରି କରାଯାଇଥିଲା । ଏହି ପରୱାନା ବଳରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ସତ୍ୟରଞ୍ଜନ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ବଡ଼ଖେମୁଣ୍ଡି ହାଇସ୍କୁଲରେ ଶିକ୍ଷକ ଅଭାବ; ସ୍ମାରକପତ୍ର ଦେଲେ ଛାତ୍ର

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲରେ ଦୀର୍ଘଦିନ ହେଲା ଆବଶ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି । ଯାହାଫଳରେ ଛାତ୍ରଙ୍କ ପାଠପଢା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri