Posted inଜାତୀୟ

୩ ବର୍ଷରେ ୭୧ ବାଘଙ୍କ ଅସ୍ବାଭାବିକ ମୃତ୍ୟୁ

ନୂଆଦିଲ୍ଲୀ, ୨୬।୧୧:୨୦୨୧ରୁ ବର୍ତ୍ତମାନ ସୁଦ୍ଧା ଦେଶରେ ୭୧ ବାଘଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୋମବାର ଲୋକ ସଭାରେ ଏକ ପ୍ରଶ୍ନର ଉତ୍ତର ରଖି କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ ଏହି ସୂଚନା ଦେଇଛନ୍ତି। ଏହି ଅବଧି ମଧ୍ୟରେ ମଧ୍ୟପ୍ରଦେଶରେ ସର୍ବାଧିକ ୨୦ ବାଘଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଥିବାବେଳେ ମହାରାଷ୍ଟ୍ର ଓ କର୍ନାଟକରେ ଏହି ସଂଖ୍ୟା ଯଥାକ୍ରମେ ୧୫ ଏବଂ ୪ ରହିଛି। ୨୦୨୧ରେ ୨୦ ବାଘଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଥିବାବେଳେ ୨୦୨୨ରେ ୨୫, ୨୦୨୩ରେ ୨୫ ଏବଂ ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ଗୋଟିଏ ବାଘର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେହିପରି ଦେଶରେ ବାଘଙ୍କ ସଂଖ୍ୟା ବାର୍ଷିକ ୬% ହାରରେ ବଢ଼ୁଥିବା କୀର୍ତ୍ତି କହିଛନ୍ତି। ୨୦୨୨ରେ ହୋଇଥିବା ଅଖିଳ ଭାରତୀୟ ବାଘ ଗଣନା ଅନୁଯାୟୀ, ଦେଶରେ ବାଘ ସଂଖ୍ୟା ୩,୬୮୨ ରହିଛି। ୨୦୧୪ ଏବଂ ୨୦୧୮ ବାଘ ଗଣନା ଅନୁଯାୟୀ ଏହି ସଂଖ୍ୟା ଯଥାକ୍ରମେ ୨,୨୨୬ ଏବଂ ୨,୯୬୭ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri