୩ ବର୍ଷର ଶିଶୁକନ୍ୟାଙ୍କୁ ଚାପିଦେଲା ଜେସିବି

ଛେଣ୍ଡିପଦା,୨୫।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ନୂଆଗାଁ ଗ୍ରାମର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ଜେସିବି ଚାପିଦେବାରୁ ତାଙ୍କର ଜୀବନ ଚାଲିଯାଇଛି।
ସୂଚନାଯୋଗ୍ୟ, ଜିଲା ଖଣିଜ ପାଣ୍ଠିରୁ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ନୂଆଗାଁ ପଞ୍ଚାୟତର ଭାଲୁବୋଲ ନିକଟରେ ପାଇପ ଲାଇନ କାମ ଚାଲୁଥିବାବେଳେ ନୂଆଗାଁ ଗ୍ରାମର ପଞ୍ଚୁ ନାଏକଙ୍କ ଝିଅ ପିପିଲି(୩)ଙ୍କୁ ଜେସିବି ଚାପି ଦେଇଥିଲା। ଗ୍ରାମବାସୀ ଜେସିବିକୁ ଅଟକ ରଖିବା ସହିତ ଗାଡ଼ି ଚାଳକଙ୍କୁ ମଧ୍ୟ ଅଟକ ରଖିଛନ୍ତି। ଏ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିବାବେଳେ ଏ ପର୍ଯ୍ୟନ୍ତ ପୋଲିସ ପହଞ୍ଚି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri