ଓଡଗାଁ, ୯।୯(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଥାନା ସାକେରୀ ହରିଜନ ସାହିରୁ ସୋମବାର ସକାଳୁ ଏକ ୩ ବର୍ଷର ଶିଶୁକନ୍ୟା ନିଖୋଜ ହୋଇଯିବା ଘଟଣା ସମସ୍ତଙ୍କୁ ଚକିତ କରିଛି ।
ସୂଚନା ଅନୁସାରେ, ପ୍ରକାଶ ନାୟକଙ୍କ ସ୍ତ୍ରୀ ସୋମବାର ସକାଳେ ପୋଖରୀକୁ ଗାଧୋଇ ଯିବା ପୂର୍ବରୁ ଝିଅକୁ ସାହିର ଅନ୍ୟ ଏକ ଦେଢ଼ବର୍ଷର ଶିଶୁପୁତ୍ର ସହ ଖେଳୁଥା କହି ଯାଇଥିଲେ। ହେଲେ ସେ ଫେରିବା ପରେ ଆଉ ଝିଅକୁ ପାଇ ନ ଥିଲେ । ଏ ନେଇ ସେମାନେ ବହୁ ଖୋଜାଖୋଜି କରିବା ପରେ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଓ ଅଗ୍ନିଶମ କର୍ମଚାରୀ ନିକଟସ୍ଥ କୂଅ, ପୋଖରୀ ତଲାସ କରିଥିଲେ। ହେଲେ ଏଯାବତ୍ ଶିଶୁର କୌଣସି ସୂଚନା ମିଳିନାହିଁ। ଏ ନେଇ ପୋଲିସ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରୁଛି।
Posted inଆମ ଜିଲା ଖବର, ନୟାଗଡ଼, ରାଜ୍ୟ View All
ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ
ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…
ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…
କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…
ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି
ପୁରୀ,୧୨ା୪ (ଅଜିତ୍ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…
କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ
ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…
ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…
ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…
ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…
ବାହାରେ ବୁଲିବା ପଡ଼ିଲା ମହଙ୍ଗା
ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…
କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ
ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…
Archives

