୩ ବର୍ଷ ପରେ ପୁଣି ଥରିଲା ନେପାଳ

କାଠମାଣ୍ଡୁ,୨୪।୪: ନେପାଳ ସମେତ ଉତ୍ତରପ୍ରଦେଶର କେତେକ ସ୍ଥାନରେ ବୁଧବାର ସକାଳ ୬ଟା ୨୯ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପର କେନ୍ଦ୍ର ନେପାଳର ଧାନ୍ଦିଙ୍ଗ ଜିଲାର ନୌବତ୍‌ରେ ଥିଲା ବୋଲି କୁହାଯାଉଛି। ପ୍ରଥମ ଭୂକମ୍ପ ପରେ ୬ଟା ୪୦ରେ ପୁଣିଥରେ ଭୂକମ୍ପ ଅନୁଭୁତ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଳରେ ୪.୮ ଥିଲା। ଭୂକମ୍ପ ଯୋଗୁ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଏହାପୂର୍ବରୁ ମଙ୍ଗଳବାର ବିଳମ୍ବିତ ରାତି ୧ଟା ୪୫ରେ ଅରୁଣାଚଳପ୍ରଦେଶରେ ଭୂକମ୍ପ ଅନୁଭୁତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୮ ଥିଲା। ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତି ହେବାର ସୂଚନା ମିଳି ନାହିଁ। ସୂଚନାଯୋଗ୍ୟ, ୩ ବର୍ଷ ତଳେ ୨୦୧୫ ଏପ୍ରିଲ୍‌ ୨୫ରେ ନେପାଳରେ ୭.୮ ତୀବ୍ରତାଯୁକ୍ତ ଭୂ୍‌କମ୍ପ ହୋଇଥିଲା। ଏଥିରେ ନେପାଳର ୩୨ଟି ଜିଲାର ୯ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ୨୦ ହଜାରରୁ ଅଧିକ ଆହତ ହୋଇଥିଲେ। ସେହିପରି ୧୯୩୪ରେ ଏଠାରେ ହୋଇଥିବା ଭୂକମ୍ପରେ ୮ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି…

ସିଙ୍ଗଲ୍‌ ନା ରିଲେସନଶିପ୍‌ରେ ଅଛନ୍ତି ମେଲୋନି? ଜାଣନ୍ତୁ ତାଙ୍କର ରିଲେସନ ଷ୍ଟାଟସ୍‌…

ନୂଆଦିଲ୍‌ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ଇଟାଲୀ ଗସ୍ତ କରିଥିଲେ, ଯେଉଁଠାରେ ସେ ତାଙ୍କର ଇଟାଲୀୟ ପ୍ରତିପକ୍ଷ, ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ସହ ସାକ୍ଷାତ କରିଥିଲେ। ଏହି…

ଡୋନାଲ୍ଡ ଟ୍ରମ୍ପଙ୍କ ଝିଅକୁ ହତ୍ୟା କରିବାକୁ ଉଦ୍ୟମ! ହେଲା ବଡ଼ ପର୍ଦ୍ଦାଫାଶ, ଷଡ଼ଯନ୍ତ୍ର ରଚିଥିଲା…

ଓ୍‌ବାଶିଂଟନ୍‌,୨୩।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଖବର ଆସିଛି। ପ୍ରକୃତରେ, ତାଙ୍କ ଝିଅ ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା…

ଟ୍ରମ୍ପ ପ୍ରଶାସନର ବଡ଼ ନିଷ୍ପତ୍ତି! ଗ୍ରୀନ କାର୍ଡ ନିୟମରେ ହେଲା ବଡ଼ ପରିବର୍ତ୍ତନ, ନୂଆ ସର୍ତ୍ତ ଶୁଣି ସଭିଏଁ ଆଶ୍ଚର୍ଯ୍ୟ

ଓ୍‌ବାଶିଂଟନ୍‌,୨୩।୫: ଆମେରିକାରେ ସ୍ଥାୟୀ ନାଗରିକତା କିମ୍ବା ଗ୍ରୀନ କାର୍ଡ ପାଇଁ ଅପେକ୍ଷା କରିଥିବା ହଜାର ହଜାର ଭାରତୀୟଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଡୋନାଲ୍ଡ ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri