୩ ବସ୍‌ରେ ଗଲେ ୯୭ ଶ୍ରମିକ

ଅନୁଗୋଳ ଅଫିସ, ୭।୫ – ଅନୁଗୋଳରେ ଅଟକି ରହିଥିବା ବାହାର ରାଜ୍ୟର ଶ୍ରମିକମାନଙ୍କ ମଧ୍ୟରୁ ଯେଉଁମାନଙ୍କ ୧୪ ଦିନିଆ ସଙ୍ଗରୋଧ ସମାପ୍ତ ହୋଇଛି ସେମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ବସ୍‌ ଯୋଗେ ଘରକୁ ପଠାଇବା ପ୍ରକ୍ରିୟା ଜାରି ରହିଛି। ବୁଧବାର ପୂର୍ବାହ୍ନରେ ଛତିଶଗଡ଼ର ୭୮ ଜଣ, ମଧ୍ୟପ୍ରଦେଶର ୧୮ ଜଣ ଓ ବୌଦ୍ଧ ଜିଲାର ୩ ଜଣଙ୍କୁ ବସ୍‌ ଯୋଗେ ନିଜ ନିଜ ଅଞ୍ଚଳକୁ ଯାଇଥିବା ଜଣାପଡ଼ିଛି। ବସ୍‌ରେ ଯାତ୍ରା କରୁଥିବା ଶ୍ରମିକମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଖାଦ୍ୟ ପ୍ୟାକେଟ ମଧ୍ୟ ପ୍ରଦାନ କରାଯାଇଛି। ସମସ୍ତ ଶ୍ରମିକଙ୍କ ପ୍ରାଥମିକ ସ୍ବାସ୍ଥ୍ୟ ପରୀକ୍ଷା ସହ କ୍ଷମତାର ୫୦ ପ୍ରତିଶତ ସିଟ୍‌ରେ ଶ୍ରମିକଙ୍କୁ ସାମାଜିକ ଦୂରତ୍ୱ ଅବଲମ୍ବନ ପୂର୍ବକ ପଠାଯାଇଛି। ଜିଲା ସହକାରୀ ନୋଡାଲ ଅଧିକାରୀ ରତନ କୁମାର ଆଚାର୍ଯ୍ୟ, ଆସିଷ୍ଟାଣ୍ଟ କଲେକ୍ଟର ସୁବ୍ରତ କୁମାର ବେହେରା ଓ ଅନୁଗୋଳ ଅତିରିକ୍ତ ତହସିଲଦାର ସୁଦର୍ଶନ ଗୁରୁ ବସ୍‌ ଗୁଡ଼ିକୁ ବୁଧବାର ଆନୁଷ୍ଠାନିକ ଭାବେ ଜିଲା କାର୍ଯ୍ୟାଳୟ ପରିସରରୁ ଛତିଶଗଡ଼, ମଧ୍ୟପ୍ରଦେଶ ଓ ବୌଦ୍ଧ ଜିଲାକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri