୩ ବ୍ୟାଙ୍କକୁ ୮୬୫୫ କୋଟି ଟଙ୍କାର ପୁଞ୍ଜି

ନୂଆଦିଲ୍ଲୀ,୨୮-୧୨: ସରକାର ୩ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଲାଗି ୮୬୫୫ କୋଟି ଟଙ୍କାର ପୁଞ୍ଜି ସହାୟତା ଘୋଷଣା କରିଛନ୍ତି। ଏହା ମଧ୍ୟରେ ଆଲ୍ଲାହାବାଦ ବ୍ୟାଙ୍କ, ଇଣ୍ଡିଆନ ଓଭରସିଜ ବ୍ୟାଙ୍କ ଏବଂ ୟୁକୋ ବ୍ୟାଙ୍କ ରହିଛି। ଅର୍ଥ ମନ୍ତ୍ରଣାଳୟ ଆଲ୍ଲାହାବାଦ ବ୍ୟାଙ୍କକୁ ୨,୧୫୩ କୋଟି, ୟୁକୋ ବ୍ୟାଙ୍କକୁ ୨,୧୪୨ କୋଟି ଏବଂ ଇଣ୍ଡିଆନ ଓଭରସିଜ ବ୍ୟାଙ୍କକୁ ସର୍ବାଧିକ ୪,୩୬୦ କୋଟି ଟଙ୍କା ପ୍ରଦାନ କରିଛି। କ୍ଷତିରେ ଚାଲୁଥିବା ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ପୁଞ୍ଜି ପ୍ରଦାନ ଯୋଜନାରେ ସରକାର ଏଭଳି ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?