ନୂଆଦିଲ୍ଲୀ,୧୨-୧୦: ୩ ରାଷ୍ଟ୍ରାୟତ୍ତ କମ୍ପାନୀର ଅଂଶଧନ ବିକ୍ରି ଲାଗି ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି କମ୍ପାନୀଗୁଡିକ ମଧ୍ୟରେ କଣ୍ଟେନର କର୍ପୋରେଶନ ଅଫ୍ ଇଣ୍ଡିଆ(କନ୍କର), ନେପ୍କୋ ଏବଂ ଟିଏଚ୍ଡିସି ଭଳି କମ୍ପାନୀ ରହିଛନ୍ତି। ଏହି କମ୍ପାନୀଗୁଡିକରେ ଥିବା ସରକାରଙ୍କ କଣ୍ଟ୍ରୋଲିଂ ଅଂଶଧନ ବିକ୍ରି ଲାଗି ଆଡଭାଇଜରଙ୍କଠାରୁ ବିଡ୍ ଆହ୍ବାନ କରାଯାଇଛି। ଚଳିତ ମାସ କେନ୍ଦ୍ର କ୍ୟାବିନେଟ କନ୍କର କମ୍ପାନୀରେ ୩୦% ଅଂଶଧନ ବିକ୍ରି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ଏହି କମ୍ପାନୀରେ ସରକାରଙ୍କ ୫୪.୮୦% ଅଂଶଧନ ରହିଛି। ପ୍ରସ୍ତାବିତ ଅଂଶଧନ ବିକ୍ରି ହେଲେ ଉକ୍ତ କମ୍ପାନୀ ସରକାରଙ୍କ ନିୟନ୍ତ୍ରଣରେ ଆଉ ରହିବ ନାହିଁ। ସେହିଭଳି ଶକ୍ତି କମ୍ପାନୀ ଟିଏଚ୍ଡିସି ଇଣ୍ଡିଆ ଏବଂ ନର୍ଥ ଇଷ୍ଟର୍ନ ଇଲେକଟ୍ରିକ ପାଓ୍ବାର କର୍ପୋରେଶନ(ନେପକୋ)ର ଅଂଶଧନ ଏନ୍ଟିପିସିକୁ ବିକ୍ରି ସଂକ୍ରାନ୍ତ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି।
୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…
ନୂଆଦିଲ୍ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…
ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..
ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…
ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ
ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…
PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍ଲାଇନ୍ ଏବଂ ଅଫଲାଇନ୍ ଉଠାଣର ଷ୍ଟେପ୍ ବାଇ ଷ୍ଟେପ୍ ପ୍ରକ୍ରିୟା…
ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…
Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ
ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…
ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…
ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…
କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ
ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…
ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ
ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…
Archives

