୩ ସମବାୟ ସମିତି ଜରିଆରେ ୧ ଲକ୍ଷ ୩୦ ହଜାର ୮୮୫ କ୍ୱିଣ୍ଟାଲ ଧାନ କ୍ରୟ

କର୍ଲାମୁଣ୍ଡା,୨୯।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସମବାୟ ସମିତି ମଣ୍ଡିରେ ଚାଷୀଙ୍କ ଧାନ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏହି ବ୍ଲକର କର୍ଲାମୁଣ୍ଡା ସମବାୟ ସମିତି, ଯୋରାଡବ୍ରା ସମବାୟ ସମିତି ଓ ଜୟ ମା’ ଦୁର୍ଗା ସ୍ବୟଂ ସହାୟକ ଦଳ, ରିଷିଡା ସମବାୟ ସମିତି ପକ୍ଷରୁ ମଣ୍ଡି ଜରିଆରେ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୩୦ ହଜାର ୮ ଶହ ୮୫ କ୍ୱିଣ୍ଟାଲ ଧାନ କ୍ରୟ ହୋଇସାରିଥିବା ଜଣାପଡ଼ିଛି। କର୍ଲାମୁଣ୍ଡା ସମବାୟ ସମିତିରେ ୧ ଲକ୍ଷ ୨୫ ହଜାର କ୍ୱିଣ୍ଟାଲ ଧାନ କ୍ରୟ ପାଇଁ ଚାଷୀଙ୍କୁ ଟୋକନ ଇସ୍ୟୁ ହୋଇସାରିଥିବା ବେଳେ ୭୧ ହଜାର କ୍ୱିଣ୍ଟାଲ ମିଲର୍ସଙ୍କୁ ଟାରଗେଟ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri