Posted inଫୁରସତ

୩ ସିଂହଙ୍କ ଉପରେ ଭାରି ପଡିଲା କୁମ୍ଭୀର

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ କୁମ୍ଭୀର ସହ ୩ଟି ସିଂହ ଲଢୁଥିବା ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ନଦୀ କୂଳରେ କୁମ୍ଭୀରଟି ଶୋଇଛି। ଏହି ସମୟରେ ହଠାତ୍‌ ଏକ ସିଂହ ଆସି କୁମ୍ଭୀରକୁ ଆକ୍ରମଣ କରୁଛି। ପରେ ଅନ୍ୟ ଦୁଇ ସିଂହ ସେଠାରେ ପହଞ୍ଚି କୁମ୍ଭୀରକୁ ଅକ୍ରମଣ କରୁଛନ୍ତି। ଜବାବରେ କୁମ୍ଭୀର ମଧ୍ୟ ସିଂଙ୍କୁ ପାଲଟା ଆକ୍ରମଣ କରୁଥିବା ଦେଖାଯାଇଛି। ଏହି ଭିଡିଓକୁ ଆଇଏଫଏସ ସୁଶାନ୍ତ ନନ୍ଦ ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।

https://twitter.com/susantananda3/status/1340650944556539904


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବ୍ଲକ ଅଧ୍ୟକ୍ଷାଙ୍କୁ ଭେଟିଲେ ଗ୍ରାମବାସୀ: ଦେଲେ ଦାବିପତ୍ର

ଅମରପାଲି,୫।୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଗ୍ରାମ ପଞ୍ଚାୟତର ଭୁତିଆପାଲି ଗ୍ରାମବାସୀ ଗ୍ରାମର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷାଙ୍କୁ…

କଲ୍ୟାଣସିଂହପୁର ଲ୍ୟାମ୍ପ୍‌ସରେ ଦୁର୍ନୀତି ଅଭିଯୋଗ: ପରିଚାଳନା ନିର୍ଦ୍ଦେଶକଙ୍କୁ ଦାୟିତ୍ୱରୁ ହଟାଗଲା

ଗୁଣପୁର,୫।୫( ସୁଜାତା ପାଢ଼ୀ/ସଂକେତ ପାତ୍ର): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଲ୍ୟାମ୍ପ୍‌ସରେ ଆର୍ଥିକ ଅନିୟମିତତା ଅଭିଯୋଗ ଆସିଛି। ଚାଷୀମାନଙ୍କ ଜମା ଟଙ୍କା ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ତାରିଣୀ ପ୍ରସାଦ…

ହାରିବା ପରେ ମମତାଙ୍କ ପ୍ରଥମ ପ୍ରେସ୍‌ କନଫରେନ୍ସ: କହିଲେ ପିଏମ୍‌ ମୋଦି-ଶାହା ମିଶି ଆମକୁ…

କୋଲକାତା,୫।୫: ପଶ୍ଚିମବଙ୍ଗରେ ହାରିବା ପରେ ମମତା ବାନାର୍ଜୀ ପ୍ରେସ୍‌ କନଫରେନ୍ସ ଜରିଆରେ ଭାଜପା ଉପରେ ବର୍ଷିଛନ୍ତି। ମମତା କହିଛନ୍ତି, ଆମର କର୍ମୀମାନଙ୍କୁ ନିର୍ଯାତନା ଦିଆଯାଇଛି। ଏହି ହେରଫେର…

ବଙ୍ଗଳାରେ ଭାଜପାର ପ୍ରଚଣ୍ଡ ବିଜୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା: କହିଲେ ଓଡ଼ିଶାରେ …

ଭୁବନେଶ୍ୱର,୫।୫: ରାଜନୀତିରେ ବିଜୟ ଏବଂ ପରାଜୟ କେବଳ କ୍ଷମତା ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ; ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼େ। ପଶ୍ଚିମବଙ୍ଗରେ ଭାଜପାର ବିଜୟ…

ନିର୍ବାଚନ ଜିତିବାର ଖୁସି ମଧ୍ୟରେ ଥାଲାପଥି ବିଜୟଙ୍କୁ ବଡ଼ ଝଟକା: ଶୁଣିଲେ ପ୍ରଶଂସକ ବି ହେବେ ନିରାଶ

ନୂଆଦିଲ୍ଲୀ,୫।୫: ୪ ମେ’ ୨୦୨୬ ଥାଲାପଥି ବିଜୟଙ୍କ ଜୀବନରେ ସର୍ବଦା ଏକ ସ୍ମରଣୀୟ ତାରିଖ ହୋଇ ରହିବ, କାରଣ ଏହି ଦିନ ତାଙ୍କ ଦଳ ଟିଭିକେ ୧୦୮…

ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା: ସିସିଟିଭି ନଜରରେ ରହିବ ବଡ଼ଦାଣ୍ଡ

ପୁରୀ,୫।୫: ପାଖେଇ ଆସୁଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରଥଯାତ୍ରା ପ୍ରସ୍ତୁତି ନେଇ ପୁରୀ ଏସ୍‌ପି ପ୍ରତୀକ ସିଂହ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଶୃଙ୍ଖଳିତ ଏବଂ…

ହେବ ଭାରତ-ପାକିସ୍ତାନ ଯୁଦ୍ଧ! ଆମେରିକାର ବିପଦପୂର୍ଣ୍ଣ ଭବିଷ୍ୟବାଣୀ ପରେ ବିଶ୍ୱ ଛାନିଆ

ନୂଆଦିଲ୍ଲୀ,୫।୫: ଅପରେଶନ ସିନ୍ଦୁରର ବାର୍ଷିକୀ ପୂର୍ବରୁ, ଆମେରିକାରୁ ଏକ ବିପଦପୂର୍ଣ୍ଣ ଭବିଷ୍ୟବାଣୀ ଆସିଛି। ଏହା ଏକ ଭବିଷ୍ୟବାଣୀ ଯାହା ଗତ ବର୍ଷ ପାକିସ୍ତାନୀ ଶାସକମାନଙ୍କ ମୁହଁରେ ଦେଖାଯାଇଥିବା…

୨ ମାଟ୍ରିକ ପଢୁଆ ଛାତ୍ରୀଙ୍କୁ ଅପହରଣ, ଘରେ ପଡ଼ିଛି ଭାଳେଣି: ଖୋଜୁଛି ପୋଲିସ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ମାଟ୍ରିକ ପଢୁଥିବା ଛାତ୍ରୀ(୧୬)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri