୪ବର୍ଷ ପରେ ବଡ଼ ପରଦାକୁ ଫେରିବେ ଆଶିକି ଫେମ୍‌ ଷ୍ଟାର

ମୁମ୍ବାଇ: ୧୯୯୦ର ରୋମାନ୍ସ ଡ୍ରାମା ଫିଲ୍ମ ‘ଆଶିକି’କୁ ଦର୍ଶକେ ଭୁଲି ନ ଥିବେ। ଏହି ଫିଲ୍ମ ଜରିଆରେ ଅଭିନେତା ରାହୁଲ ରୟ ରାତାରାତି ଷ୍ଟାର ହୋଇଯାଇଥିଲେ। ହେଲେ ଏହାପରେ ରାହୁଲଙ୍କ କିଛି ଫିଲ୍ମ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରି ନ ଥିବା ବେଳେ କିଛି ସମୟ ପାଇଁ ସେ ଲାଇମ୍‌ ଲାଇଟରୁ ଦୂରେଇ ଯାଇଥିଲେ। ଏବେ ଖୁବ୍‌ଶୀଘ୍ର ରାହୁଲ ବଲିଉଡ୍‌ରେ କମ୍‌ବ୍ୟାକ୍‌ କରୁଛନ୍ତି ବୋଲି ଜଣାପଡ଼ିଛି। ତାଙ୍କର ଅପ୍‌ କମିଂ ଫିଲ୍ମର ଶୁଟିଂ ଆଗ୍ରାରେ ଆରମ୍ଭ ହୋଇଥିବା ଶୁଣିବାକୁ ମିଳିଛି। ନିର୍ଦ୍ଦେଶକ କନୁ ବହଲଙ୍କ ପିଲ୍ମ ‘ଆଗ୍ରା’ ଜରିଆରେ ରାହୁଲ ବଡ଼ ପରଦାକୁ ଫେରୁଥିବା ବେଳେ ୨୦୨୦ରେ ଏହି ଫିଲ୍ମ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri