୪ର୍ଥ ରାଉଣ୍ଡ ଶେଷ: କାମାକ୍ଷାନଗରରେ ବିଜେଡି ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-କାମାକ୍ଷାନଗର ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ଏଠାରେ ବିଜେଡି ଆଗୁଆ ରହିଛି। ବିଜେଡିର ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ୧୦୧୧୦ ଭୋଟ ସହ ପ୍ରଥମ ସ୍ଥାନରେ ରହିଛନ୍ତି। ଏହି କ୍ରମରେ ଭାଜପାର ଶତ୍ରୁଘ୍ନ ଜେନା ୭୪୧୬ ଭୋଟ ସହ ଦ୍ୱିତୀୟ ଏବଂ କଂଗ୍ରେସ ଭବାନୀ ଶଙ୍କର ମହାପାତ୍ର ୧୧୫୨ ଭୋଟ ପାଇ ତୃତୀୟ ସ୍ଥାନରେ ଅଛନ୍ତି।