୪୦ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟରୁ ପୋଷାକ ତିଆରି କଲେ ବୌଦ୍ଧଭିକ୍ଷୁ

ବ୍ୟାଙ୍କକ,୧୯।୨: ପ୍ଲାଷ୍ଟିକ୍‌ ବର୍ଜ୍ୟ ଯୋଗୁ ପୃଥିବୀରେ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏନେଇ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ସିଙ୍ଗଲ୍‌ ୟୁଜଡ୍‌ ପ୍ଲାଷ୍ଟିକ୍‌ର ବ୍ୟବହାର ଉପରେ କଟକଣା ଜାରି ହୋଇଛି। ଏପରିସ୍ଥଳେ ଥାଇଲାଣ୍ଡର ବ୍ୟାଙ୍କକରେ ଥିବା ଏକ ବୌଦ୍ଧ ବିହାରରେ ବାସ କରୁଥିବା କେତେକ ବୌଦ୍ଧ ଭିକ୍ଷୁ ୪୦ ଟନ୍‌ ପ୍ଲାଷ୍ଟିକ୍‌ ବର୍ଜ୍ୟରୁ କପଡ଼ା ପ୍ରସ୍ତୁତ କରିଛନ୍ତି। ଏହାକୁ ପୋଷାକ ତିଆରି କାର୍ଯ୍ୟରେ ବ୍ୟବହାର କରାଯାଉଛି। ସ୍ଥାନୀୟ ବାଟ ଚକ୍‌ ଡାଏଙ୍ଗ୍‌ ବୌଦ୍ଧ ବିହାରରେ ବାସ କରୁଥିବା ବୌଦ୍ଧ ଭିକ୍ଷୁ ଏଭଳି କାର୍ଯ୍ୟ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଏଠାକୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ବୌଦ୍ଧ ଭିକ୍ଷୁମାନେ ଦାନ ସହିତ ପ୍ଲାଷ୍ଟିକ୍‌ ବର୍ଜ୍ୟ ମଧ୍ୟ ମାଗୁଛନ୍ତି। ସଂଗୃହୀତ ପ୍ଲାଷ୍ଟିକ୍‌ ବର୍ଜ୍ୟରୁ ପରେ ପୋଷାକ ତିଆରି କରାଯାଉଛି। ଏବେ ବୌଦ୍ଧ ଭିକ୍ଷୁଙ୍କ ଏଭଳି ନିଆରା କାର୍ଯ୍ୟ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri