Posted inଖେଳ

୪୦୦ ରନ୍‌ ରେକର୍ଡ କେବଳ ଏହି ଦୁଇ ଭାରତୀୟ କ୍ରିକେଟର ଭାଙ୍ଗିପାରିବେ: ବ୍ରାଏନ୍‌ ଲାରା

ଓ୍ବେଷ୍ଟଇଣ୍ଡିଜର ପୂର୍ବତନ କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଲାରା ୨୦୦୩ରେ ଆଣ୍ଟିଗୁଆରେ ଟେଷ୍ଟ କ୍ରିକେଟରେ ସର୍ବାଧିକ ସ୍କୋର କରିବାର ରେକର୍ଡ ହାସଲ କରିଥିଲେ। ସେ ଇଂଲଣ୍ଡ ବିପକ୍ଷରେ ୪୦୦ରନର ପାଳି ଖେଳିଥିଲେ। ଏହି ରେକର୍ଡ ଆଜି ବି କାଏମ୍‌ ରହିଛି। ଲାରା ନିଜର ଏହି ରେକର୍ଡକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି, ମୋର ଏହି ରେକର୍ଡକୁ କେବଳ ଦୁଇ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଭାଙ୍ଗିପାରିବେ। ସେମାନେ ହେଲେ ରୋହିତ ଶର୍ମା ଏବଂ ପୃଥ୍ବୀ ଶ’। ନିକଟରେ ପାକିସ୍ତାନ ବିପକ୍ଷ ଟେଷ୍ଟରେ ୩୩୫ ରନ୍‌ର ପାଳି ଖେଳିଥିବା ଡେଭିଡ ଓ୍ବାର୍ଣ୍ଣର ମଧ୍ୟ କହିଥିଲେ, ରୋହିତ ଶର୍ମା ହିଁ ଦିନେ ବ୍ରାଏନ ଲାରାଙ୍କ ରେକର୍ଡ ଭାଙ୍ଗିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

ସିଏମ୍‌ଓରୁ ୨ ଫାଇଲ ହଜିବା ଘଟଣା: ମନୋଜ ମିଶ୍ର, ରାଜେଶ ବର୍ମାଙ୍କୁ ସମନ

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରରେ କାର୍ଯ୍ୟରତ ଥିବା ପୂର୍ୱତନ ଆଇଟି ସଚିବ ମନୋଜ ମିଶ୍ର ଏବଂ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ତଥା ବର୍ତ୍ତମାନ କମିଶନ ଫର୍‌ ଏୟାର…

ଆଜି ଭକ୍ତ-ଭଗବାନ ଭେଟ: ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri