୪୦ ଲିଟର ମହୁଲି ମଦ ଜବତ, ଦୁଇ ଗିରଫ

ବାଲିଗୁଡା,୨୦।୧୦: ବାଲିଗୁଡା ପୋଲିସ ଚଢାଉ କରି ମହୁଲି ମଦ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି କୋର୍ଟଚାଲଣ କରିଛି। ସେମାନେ ହେଲେ ମହିଳା ସାବିତ୍ରୀ ସାହାଣି ଓ ପ୍ରଶାନ୍ତ କୁମାର ପ୍ରଧାନ। ପାଟଖଣ୍ଡା ସାହିରେ ମହୁଲି ମଦ କାରବାର ଖବର ପାଇ ପୋଲିସ ଚଢାଉ କରି ଦୁଇ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୪୦ ଲିଟର ମହୁଲି ମଦ ଜବତ କରାଯାଇଛି। କେସ୍‌ ନମ୍ବର ୧୪୦, ୧୪୧/୧୯ରେ ମାମଲା ରୁଜୁ କରି କୋର୍ଟଚାଲଣ କରିଥିବା ବାଲିଗୁଡା ଆଇଆଇସି ସୂଚନା ଦେଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri