୪୦ ହଜାର ଟଙ୍କା ଜରିମାନା ଆଦାୟ

ଅନୁଗୋଳ ଅଫିସ, ୨୬।୪ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ଥାନା ଛକରେ ଗାଡ଼ି ଯାଞ୍ଚ କରାଯାଇ ୫୦ ଜଣଙ୍କଠାରୁ ୪୦ ହଜାର ଟଙ୍କାର ଜରିମାନା ଆଦାୟ କରାଯାଇଛି। ଏସ୍‌ପି ଜଗମୋହନ ମୀନା ଏହି ଯାଞ୍ଚ ବେଳେ ଉପସ୍ଥିତ ରହି କିଏ କେଉଁ କାମରେ ବାହାରକୁ ଆସିଛନ୍ତି ତାହା ପଚାରି ବୁଝିବା ସହ ଅମାନିଅଁ।ଙ୍କ ନିକଟରୁ ଜରିମାନା ଆଦାୟ କରିବାକୁ କହିଥିଲେ। ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇଙ୍କ ସହ ଏସ୍‌ଆଇ ପ୍ରକାଶ ମାଝି, ବିପ୍ଳବ ସାହୁ, ତୁଷାର ମହାନ୍ତି, ଏଏସ୍‌ଆଇ ପି.ସି. ବେହେରା ପ୍ରମୁଖ ପୂର୍ବାହ୍ନ ସାଢ଼େ ୧୧ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏହି ଯାଞ୍ଚ କରିଥିଲେ। ପରେ ଏସ୍‌ପି ମୀନା ପହଞ୍ଚି ଯାଞ୍ଚ ତଦାରଖ କରିଥିଲେ। ଗ୍ରାମାଞ୍ଚଳରେ ମଧ୍ୟ ଏହି ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri