୪୧ ବର୍ଷରେ ଇମରାନ୍‌ ହାସ୍‌ମୀ: ବଲିଉଡ୍‌ରେ ଆରମ୍ଭ କରିଥିଲେ କିସିଂ-ଲିପ୍‌ଲକ୍‌ ଟ୍ରେଣ୍ଡ୍‌

ମୁମ୍ବାଇ: ବଲିଉଡ୍‌ର କିସିଂ ଷ୍ଟାର ଇମରାନ୍‌ ହାସ୍‌ମୀ ମଙ୍ଗଳବାର ୪୧ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୭୯ ମାର୍ଚ୍ଚ ୨୪ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପ୍ରାଥମିକ ପର୍ଯ୍ୟାୟରେ କ୍ୟାରିୟରରେ ଅସଫଳ ରହିଥିଲେ। ତେବେ ପରବର୍ତ୍ତୀ ସମୟରେ ସେ ବଲିଉଡ୍‌ରେ କିସିଂ ଏବଂ ଲିପ୍‌ଲକ୍‌ ଟ୍ରେଣ୍ଡ୍‌ ଆରମ୍ଭ କରି ଦର୍ଶକଙ୍କର ପ୍ରଥମ ପସନ୍ଦର ହିରୋ ପାଲଟି ଯାଇଥିଲେ। ଇଣ୍ଡଷ୍ଟ୍ରିରେ ସେ ଆକ୍ସନ ହିରୋ ହେବାକୁ ଆସି ରୋମାଣ୍ଟିକ୍‌ ହିରୋ ବନିଗଲେ। ବଲିଉଡ୍‌ରେ ସେ ତାଙ୍କ ଅପୋଜିଟ୍‌ରେ ଥିବା ହିରୋଇନ୍‌ଙ୍କ ସହିତ ଅତି ଅନ୍ତରଙ୍ଗ ସିନ୍‌ କରିଥିଲେ ମଧ୍ୟ କୌଣସିଙ୍କ ସହିତ ଆଫେୟାର୍ସ ନ ଥିବା ନେଇ ଚର୍ଚ୍ଚା ହୋଇଥାଏ। ଅଭିନୟ ପରେ ସେ ସ୍ତ୍ରୀ ଏବଂ ନିଜ ପରିବାର ସହିତ ସମୟ ବିତାଇବାକୁ ପସନ୍ଦ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri