Posted inପୁରୀ

୪୧ ଶ୍ରମିକଙ୍କୁ ବସ୍‌ରେ ପଠାଇଲା ପ୍ରଶାସନ

ପିପିଲି,୨୧ା୫(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ପୋଲିସ ଉଦ୍ୟମରେ ଗୁରୁବାର ୪୧ଜଣ ଶ୍ରମିକ ଏକ ସ୍ବତନ୍ତ୍ର ବସ୍‌ରେ ନିଜ ଅଞ୍ଚଳକୁ ଫେରିଛନ୍ତି। ଲକ୍‌ଡାଉନ ଅବଧି ବଢ଼ିବା ପରେ ଶ୍ରମିକମାନେ ଚାଲିଚାଲି ଯାଉଥିଲେ। ପୋଲିସ ସେମାନଙ୍କୁ ଅଟକାଇବା ସହ ଖାଦ୍ୟର ବ୍ୟବସ୍ଥା କରିଥିଲେ। ଏ ନେଇ ଥାନା ଅଧିକାରୀ ଏସ୍‌ପି ଡ. ଉମାଶଙ୍କର ଦାସଙ୍କୁ ଜଣାଇଥିଲେ। ଏହା ପରେ ଏସ୍‌ପି ଦାସ ଏକ ସ୍ବତନ୍ତ୍ର ବସ ପିପିଲି ଥାନାକୁ ପଠାଇଥଲେ। ଉକ୍ତ ବସ୍‌ରେ ୧୨ ଜଣ ମୟୂରଭଞ୍ଜ ଓ ୨୯ଜଣ ଶ୍ରମିକ ପଶ୍ଚିମବଙ୍ଗ ଯାଇଥିବା ଆଇଆଇସି ଶରତ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri