Posted inଖେଳ

୪୪ ମ୍ୟାଚ୍‌ ପରେ ଭାଙ୍ଗିଲା ଲିଭରପୁଲର ଅପରାଜେୟ ଧାରା

ଲଣ୍ଡନ,୦୧ା୩- ଚଳିତ ସିଜନରେ କ୍ରମାଗତ ପ୍ରିମିୟର ଲିଗ୍‌ରେ ୪୪ ମ୍ୟାଚ୍‌ ପରେ ଲିଭରପୁଲର ଅପରାଜେୟ ଧାରା ଭଙ୍ଗ ହୋଇଛି। ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଓ୍ବାଟଫର୍ଡ ୩-୦ ଗୋଲରେ ୟୁରୋପିଆନ ଚାମ୍ପିୟନ ଲିଭରପୁଲକୁ ହରାଇ ଦେଇଛି। ଇସମାଇଲ ସାର ବିଜୟୀ ଦଳ ପାଇଁ ଡବଲ ଗୋଲ ଦେଇଥିବାବେଳେ ଅଧିନାୟକ ଟ୍ରୋଇ ଡିନେ ତୃତୀୟ ଗୋଲ ସ୍କୋର କରିଥିଲେ। ଏହି ପରାଜୟ ଯୋଗୁ ଲିଭରପୁଲ ଦଳର ଆଶା ଧୂଳିଶାତ ହୋଇଛି। ଦଳ ଆର୍ସେନଲର ୪୯ ମ୍ୟାଚ୍‌ର ଅପରାଜେୟ ଧାରା ଭାଙ୍ଗିବାକୁ ଲକ୍ଷ୍ୟ ରଖିଥିଲା। ଆର୍ସେନଲ ୨୦୦୩ ମେ’ରୁ ୨୦୦୪ ଅକ୍ଟୋବର ପର୍ଯ୍ୟନ୍ତ ଲିଗ୍‌ରେ ଅପରାଜେୟ ହୋଇ ରହିଥିଲା। ପରାଜୟ ସତ୍ତ୍ୱେ ପଏଣ୍ଟ ଟେବଲ ଶୀର୍ଷରେ ଥିବା ଲିଭରପୁଲ ଦ୍ୱିତୀୟ ସ୍ଥାନରେ ଥିବା ମାଞ୍ଚେଷ୍ଟର ସିଟିଠାରୁ ୨୨ ପଏଣ୍ଟ ଆଗରେ ଅଛି। ଏହି ମ୍ୟାଚ୍‌ ପୂର୍ବରୁ ଲିଭରପୁଲ କେବଳ ଦୁଇ ପଏଣ୍ଟ ହାତଛଡ଼ା କରିଥିଲା। ଦଳ ଆଗକୁ ଆହୁରି ୧୧ ଲିଗ୍‌ ମ୍ୟାଚ୍‌ ଖେଳିବ। ଏଥିରୁ ୪ ବିଜୟ ହାସଲ କଲେ ଦଳ ୧୯ଥର ପାଇଁ ଚାମ୍ପିୟନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri