୪୬୮ ଟ୍ରେନ୍‌ରେ ଫେରିଲେଣି ୫ ଲକ୍ଷ ଶ୍ରମିକ

ନୂଆଦିଲ୍ଲୀ,୧୨ା୫ (ପି.ଟି.): ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକମାନଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇ ଆଣିବା ଲାଗି ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଚଳାଚଳ କରାଯାଉଛି। ମେ’ ୧ରୁ ଇତିମଧ୍ୟରେ ୪୬୮ଟି ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ୫ ଲକ୍ଷରୁ ଅଧିକ ଶ୍ରମିକ ଘରକୁ ଫେରିଛନ୍ତି। ଏଣିକି ରେଲଓ୍ବେ ପ୍ରତିଦିନ ୧୦୦ ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ଚଳାଇବାକୁ ନିଷ୍ପତ୍ତି ନେଇଛି। ୩୬୩ଟି ଟ୍ରେନ୍‌ ଗନ୍ତବ୍ୟସ୍ଥଳରେ ପହଞ୍ଚତ୍ସାରିଥିବାବେଳେ ୧୦୫ଟି ଟ୍ରେନ୍‌ ଗନ୍ତବ୍ୟସ୍ଥଳ ଅଭିମୁଖେ ଯାତ୍ରା କରୁଛି। ଉତ୍ତରପ୍ରଦେଶକୁ ସର୍ବାଧିକ ୧୭୨ଟି ଟ୍ରେନ୍‌ ଯାଇଥିବାବେଳେ ବିହାରକୁ ୧୦୦ ସ୍ବତନ୍ତ୍ର ଟ୍ରେନ ପଠାଯାଇଛି। ଝାଡ଼ଖଣ୍ଡକୁ ୨୨, ମଧ୍ୟପ୍ରଦେଶକୁ ୩୦ଟି ଏବଂ ଓଡିଶାକୁ ୨୫ଟି ଟ୍ରେନ ପଠାଯାଇଥିବାବେଳେ ପଶ୍ଚିମବଙ୍ଗକୁ ୨ଟି ଓ ତାମିଲନାଡୁକୁ ଗୋଟିଏ ଟ୍ରେନ୍‌ ପଠାଯାଇଛି।
ନୂଆ ଗାଇଡ୍‌ଲାଇନ ଅନୁଯାୟୀ ଏଣିକି ସ୍ବତନ୍ତ୍ର ଟ୍ରେନ୍‌ରେ ୧୨୦୦ ପରିବର୍ତ୍ତେ ୧୭୦୦ ଶ୍ରମିକ ଯାଇପାରିବେ। ସେହିପରି ଏହି ଟ୍ରେନ୍‌ଗୁଡ଼ିକ ଗନ୍ତବ୍ୟସ୍ଥଳ ଷ୍ଟେଶନ ବ୍ୟତୀତ ଅନ୍ୟ ୩ଟି ସ୍ଥାନରେ ରହଣି କରିବା ଲାଗି ଅନୁମତି ମିଳିଛି। ଏଥିପାଇଁ ରାଜ୍ୟଗୁଡ଼ିକ ପକ୍ଷରୁ ଅନୁରୋଧ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?