୪୬୮ ଶ୍ରମିକ ସ୍ବତନ୍ତ୍ର ଟ୍ରେନ ଚଳାଚଳ

ନୂଆଦିଲ୍ଲୀ, ୧୨।୫ – କରୋନା ସଂକ୍ରମଣର ଭୟ ପାଇଁ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକ, ଛାତ୍ରୀଛାତ୍ର, ପର୍ଯ୍ୟଟକ, ତୀର୍ଥଯାତ୍ରୀ ଓ ଅନ୍ୟାନ୍ୟ ଲୋକମାନଙ୍କୁ ଶୀଘ୍ର ଘରକୁ ପଠାଇବା ଲାଗି ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ରେଳ ମନ୍ତ୍ରଣାଳୟ ପକ୍ଷରୁ ବର୍ତ୍ତମାନ ସୁଦ୍ଧା ୪୬୮ଟି ଶ୍ରମିକ ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି । ସୋମବାର ସୁଦ୍ଧା ୩୬୩ ଟି ଟ୍ରେନ ପହଞ୍ଚତ୍ ସାରିଥିବା ବେଳେ ୧୦୮ଟି ଟ୍ରେନ ଗନ୍ତବ୍ୟସ୍ଥଳ ଅଭିମୁଖେ ବାହାରି ସାରିଛି ା ଏଥି ମଧ୍ୟରୁ ଆନ୍ଧ୍ରପ୍ରଦେଶକୁ ୧, ବିହାର ୧୦୦, ହିମାଚଳ ପ୍ରଦେଶ ୧, ଝାଡଖଣ୍ଡ୨୨, ମଧ୍ୟ ପ୍ରଦେଶ ୩୦, ମହାରାଷ୍ଟ୍ର ୩, ଓଡିଶା ୨୫, ରାଜସ୍ଥାନ ୪, ତେଲଙ୍ଗାନା ୨, ଉତ୍ତର ପ୍ରଦେଶ ୧୭୨, ପଶ୍ଚିମବଙ୍ଗ ୨ଏବଂ ତାମିଲନାଡୁରେ ୧ ଟ୍ରେନ ବିଭିନ୍ନ ଷ୍ଟେଶନରେ ପହଞ୍ଚତ୍ ସାରିଛି ା ପ୍ରତି ଟ୍ରେନରେ ୧୨୦୦ଜଣ ଯାତ୍ରୀ ଏବଂ ୨୪ଟି ବଗି ରହିଛି । ପ୍ରତି ବଗିରେ ୭୨ସିଟ ଓ ୫୪ ଜଣ ଯାତ୍ରୀ ଯାତାୟାତ କରୁଛନ୍ତି ା ସେହିଭଳି ଟ୍ରେନଗୁଡିକରେ ସାମାଜିକ ଦୂରତା ଓ ସରକାରୀ ନିୟମକୁ କଡାକଡି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri