୪୮ ଘଣ୍ଟା ଶଟ୍‌ଡାଉନ ଘୋଷଣା କଲେ ଖଇରା ସରପଞ୍ଚ

ଖଇରା, ୧୦ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବଜାରରେ ଜନଗହଳି ଉପରେ କଟକଣା ଲଗାଇବା ଉଦ୍ଦେଶ୍ୟରେ ସ୍ଥାନୀୟ ସରପଞ୍ଚ ସୁଦର୍ଶନ ସେଠୀ ୪୮ଘଣ୍ଟିଆ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଆସନ୍ତା ମଙ୍ଗଳବାର ସକାଳ ୬ଟାରୁ ଗୁରୁବାର ସକାଳ ୬ଟା ପର୍ଯ୍ୟନ୍ତ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ଛାଡି ଅନ୍ୟ ସମସ୍ତ ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଖଇରା ବଜାର ସମେତ ସଂଲଗ୍ନ ଆଳଦା, ପୁରୁଷୋତ୍ତମପୁର, ନଟାପଡା, ବଣପାରଆ ଆଦି ଗ୍ରାମଗୁଡିକରେ ମଧ୍ୟ ଚଳପ୍ରଚଳ ଉପରେ କଟକଣା ଲାଗୁ ହେବ ଏବଂ ସୋମବାର ମାଇକ ଯୋଗେ ସମସ୍ତଙ୍କୁ ଅବଗତ କରାଯିବ ବୋଲି ସରପଞ୍ଚ ସେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri