୪୮ ବର୍ଷରେ ନମ୍ରତା: ୪ ବର୍ଷ ଡେଟିଂ ପରେ ଧରି ଥିଲେ ମହେଶ ବାବୁଙ୍କ ହାତ

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ନମ୍ରତା ଶିରୋଦକର ବୁଧବାର ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ଜାନୁୟାରୀ ୨୨ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ୧୯୯୯ରେ ବଲିଉଡ୍‌ରେ ବାସ୍ତବ ଫିଲ୍ମରେ ତାଙ୍କୁ ମିଳିଥିଲା ପରିଚୟ। ସଞ୍ଜୟ ଦତ୍ତଙ୍କ ସହିତ ଏହି ଫିଲ୍ମରେ ସେ କରିଥିଲେ ସ୍କ୍ରିନ୍‌ ଶେୟାର। ଦକ୍ଷିଣ ଅଭିନେତା ମହେଶ ବାବୁଙ୍କ ସହିତ ୪ ବର୍ଷ ଡେଟିଂ କରିବା ପରେ ନମ୍ରତା ୨୦୦୫ରେ ପାଲଟିଥିଲେ ତାଙ୍କ ଜୀବନ ସାଥୀ। ଏବେ ସେ ଘରୋଇ ଜୀବନରେ ନିଜକୁ ବ୍ୟସ୍ତ ରଖିଥିବାବେଳେ ଛୋଟ ପରଦାରେ ମଧ୍ୟ ଅଭିନୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri