୪ ଜଣଙ୍କ ଜୀବନ ନେଲା ଦନ୍ତାହାତୀ

ତାଳଚେର,୧୯ା୪(ଡି.ଏନ୍‌.ଏ): ତାଳଚେର ପୋରାଞ୍ଚଳର ଷଣ୍ଢଗାଁରେ ଗୁରୁବାର ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୪ଜଣଙ୍କ ଜୀବନ ଯାଇଛି। ସେମାନେ ହେଲେ କାଳିଆ ସହର, ସୁନୀତା ସେଠ୍‌, ସାରଥି ସହର ଓ ଅନୀତା ସହର। ଗୋଟିଏ ଆଦିବାସୀ ପରିବାର କୁଡ଼ିଆ କରି ଗ୍ରାମ ନିକଟରେ ଥିଲେ। ଗୁରୁବାର ରାତିରେ ଦନ୍ତାହାତୀଟି ପରିବାରର ୪ ଜଣଙ୍କୁ ମାରି ଦେଇଛି। ବିଳମ୍ବିତ ରାତିରେ ତାଳଚେର ବ୍ଲକ ସନ୍ଥପଡ଼ା ଗ୍ରାମର ଭ୍ରମରବର ସାମଲ(୭୦)ଙ୍କୁ ଏହି ଦନ୍ତାହାତୀଟି  ମାରି ଖଣ୍ଡ ଖଣ୍ଡ କରିଦେଇଛି। କ୍ଷତିପୂରଣ, ଚାକିରି ଓ ହାତୀକୁ ଟ୍ରାଙ୍କୁଲାଇଜର କରି  ଅନ୍ୟତ୍ର ସ୍ଥାନାନ୍ତର ଦାବିରେ ଗ୍ରାମବାସୀ ଶବକୁ ଅଟକ ରଖିଛନ୍ତି। ଗ୍ରାମରେ ଉତ୍ତେଜନା ଲାଗି ରହିଛି। ବନବିଭାଗ ଓ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ରହି ଆଲୋଚନା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri