୪ ଜିଲା ଦାୟିତ୍ୱରେ ରହିବେ ଏମାନେ, ନାଁ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୪।୨: ୪ ସାଂଗଠନିକ ଜିଲା ପାଇଁ ବିଜେଡି କର୍ମକର୍ତ୍ତାଙ୍କ ନାମ ଘୋଷଣା। ଏନେଇ ମଙ୍ଗଳବାର ପ୍ରେସ ରିଲିଜ ପ୍ରକାଶ ପାଇଛି। ବ୍ୟୋମକେଶ ରାୟଙ୍କୁ ଭଦ୍ରକ ଜିଲା ସଭାପତି ଦାୟିତ୍ୱ ମିଳିଥିବାବେଳେ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ଓ ଭଗବାନ ଗନ୍ତାୟତ ଗଞ୍ଜାମ ଜିଲା କାର୍ଯ୍ୟକାରୀ ସଭାପତି। ପି. ଗୌରୀଶଙ୍କରଙ୍କୁ ରାୟଗଡ଼ା କାର୍ଯ୍ୟକାରୀ ସଭାପତି ଦାୟିତ୍ୱ ଦିଆଯାଇଛି। ସେହିପରି ରାଇସେନ ମୁର୍ମୁଙ୍କୁ ମୟୂରଭଞ୍ଜ-୨ର କାର୍ଯ୍ୟକାରୀ ସଭାପତି ଦାୟିତ୍ୱ ମିଳିଛି।

ଗୌରୀ ଶଙ୍କର ପୂର୍ବ ସରକାର ସମୟରେ ଆମ ଓ ନବୀନ ଓ ଜିଲା ସଂଯୋଜକ ସହିତ ବିଜେଡି ଜିଲା ଉପସଭାପତି ମଧ୍ୟ ରହିଥିଲେ । ପୂର୍ବରୁ ରାୟଗଡ଼ା ବ୍ଲକ ଉପାଧ୍ୟକ୍ଷ ମଧ୍ୟ ଥିଲେ ଗୌରୀ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବସ୍ତାରେ ଗୋମାଂସ ଆଣୁଥିବା ସମୟରେ ମାଡ଼ିବସିଲା ପୋଲିସ

ମୋରଡ଼ା/ରାସଗୋବିନ୍ଦପୁର,୪ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ଗୋ ମାଂସ ଚାଲାଣ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ପୋଲିସ ମଙ୍ଗଳବାର ୨ଜଣଙ୍କୁ ଥାନାରେ ଅଟକ ରଖି ପଚାରାଉଚୁରା କରୁଛି। ଏନେଇ ଥାନାରେ…

ଫୁଲକୋବି ଗାଡିରେ ଚାଲାଣ ହେଉଥିଲା ଗଞ୍ଜେଇ, ମାଡିବସିଲା ଏନସିବି, ଘଟଣାସ୍ଥଳରୁ…

ଉଦଳା,୪।୨(ସନ୍ତୋଷ କୁମାର ବାଚ୍ଛିନୀ): ଗଞ୍ଜେଇ ଚାଲାଣର ନୂଆ ତରିକା। କୋବିର ଚାହିଦା ସମୟରେ କୋବିକୁ ଢାଲ କରି ହେଉଥିଲା ଗଞ୍ଜେଇ ଚାଲାଣ। ଆଉ ଗଞ୍ଜେଇ ଗାଡିକୁ ସୁରକ୍ଷା…

ବସୁଛି ବୈଠକ, ଫଳପ୍ରଦ ହେଉନାହିଁ: ଅଟଳ ବସଷ୍ଟାଣ୍ଡ….

ଲୋଇସିଂହା,୪।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ଲୋଇସିଂହା ଅଟଳ ବସଷ୍ଟାଣ୍ଡର ଶୃଙ୍ଖଳିତ ପରିଚାଳନା ପାଇଁ ଏକ ସମୀକ୍ଷା ବୈଠକ ବିଡିଓ ଅକ୍ଷୟପାଣି ଉଦ୍ଦୁଙ୍କ ଅଧ୍ୟକ୍ଷତାରେ ସୋମବାର…

UPIକୁ ନେଇ ବଡ଼ ଅପଡେଟ୍‌: ଏଣିକି ମିଳିବ ଏହି ସୁବିଧା, ଲାଭବାନ ହେବେ…

ନୂଆଦିଲ୍ଲୀ,୪।୨: ଭାରତର ଡିଜିଟାଲ ପେମେଣ୍ଟ ସିଷ୍ଟମ ଖୁବଶୀଘ୍ର ଏକ ନୂତନ ବିଶ୍ୱସ୍ତରୀୟ ପରିଚୟ ହାସଲ କରିପାରେ। ସୂଚନା ଅନୁଯାୟୀ ସରକାର ଭାରତୀୟ ଉପଭୋକ୍ତାମାନଙ୍କୁ ଦେଶ ଭିତରେ ଯେପରି…

ଅନେକ ଜୀବନ ବଞ୍ଚାଇ ଚର୍ଚ୍ଚାରେ ଧବଳେଶ୍ୱର: ଦୁର୍ଗମ ଅଞ୍ଚଳର ପାଲଟିଛନ୍ତି ସାହା

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଅନେକ ଦୁର୍ଗମ ଓ ଅପହଞ୍ଚ ଅଞ୍ଚଳ ରହିଛି। ଅନେକ ସମୟରେ ଅପହଞ୍ଚ ଅଞ୍ଚଳରେ କୌଣସି ଅଘଟଣ ଘଟିଲେ ଲୋକଙ୍କୁ ସେବା ଯୋଗାଇବା…

୬୦ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ଶିଶୁ, ମହିଳା ସମେତ ୧୫ ମୃତ

ବ୍ରାଜିଲ,୪।୨: ବ୍ରାଜିଲରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛ। ଯେଉଁଥିରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ଉତ୍ତର-ପୂର୍ବ ବ୍ରାଜିଲର ଆଲାଗୋଆସ ରାଜ୍ୟର ଏକ ଗ୍ରାମାଞ୍ଚଳରେ ଏହି ଦୁର୍ଘଟଣା…

ଜିଲାପାଳଙ୍କ ନୂଆ ପୁସ୍ତକ ‘ପାର୍ଶ୍ୱସ୍ରୋତ’କୁ ନେଇ ବଢୁଛି ଚର୍ଚ୍ଚା: କନ୍ଧମାଳର ଐତିହ୍ୟକୁ ନେଇ…

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲାର ପୂର୍ବତନ ଜିଲାପାଳ ତଥା ଏବେକାର ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜଙ୍କ ଦ୍ୱାରା ଲେଖାଯାଇଥିବା ପୁସ୍ତକ ‘ପାର୍ଶ୍ୱସ୍ରୋତ’ ଉନ୍ମୋଚନ ହୋଇଯାଇଛି। କନ୍ଧମାଳ ଜିଲା ତୁମୁଡିବନ୍ଧ…

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୪।୨: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି। ତାଙ୍କ ସହିତ ରାଜ୍ୟପାଳ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri