Posted inଜାତୀୟ

୪ ଜେସିବି ଜଳାଇଲେ ମାଓବାଦୀ

ପାଟନା,୨।୫: ବିହାର ଗୟା ଜିଲାରେ ଗୁରୁବାର ମାଓବାଦୀମାନେ ୪ଟି ଜେସିବି ଗାଡ଼ିରେ ନିଆଁ ଲଗାଇ ଜଳାଇ ଦେଇଛନ୍ତି। ସ୍ଥାନୀୟ ବାରାଛତିଠାରେ ମାଓବାଦୀମାନେ ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ହେଉଥିବା ଏହି ଗାଡ଼ିଗୁଡିକୁ ଜଳାଇ ଦେଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’

ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ…

ଏତିକି କିମି ବେଗରେ ପବନ ସହ ଝଡ଼ତୋଫାନ! ଚେତାବନୀ ଦେଲା IMD; ୧୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୧୭।୭: ଦେଶରେ ପ୍ରବଳ ଗରମ ଏବଂ ଗୁଳୁଗୁଳି ମଧ୍ୟରେ ପାଣିପାଗ ବିଭାଗ ଏବେ ଆଶ୍ୱାସନା ଦେଲା ଭଳି ଏକ ଆଲର୍ଟ ଜାରି କରିଛି। ପାଣିପାଗ ବିଭାଗ ଆସନ୍ତାକାଲି…

ବଦଳିଗଲା NDA ସଂସଦୀୟ ଦଳର ନାମ: ଏବେ ‘ମଙ୍ଗଳ ମିଳନ’ ନାମରେ ହେବ ବୈଠକ

ନୂଆଦିଲ୍ଲୀ,୧୭।୭: କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି (BJP) ନେତୃତ୍ୱାଧୀନ ଶାସକ NDA ମେଣ୍ଟ ସଂସଦୀୟ ବୈଠକର ନାମ ବଦଳାଇ ଦିଆଯାଇଛି। ଏବେ ଏହାକୁ ‘ମଙ୍ଗଳ ମିଳନ’ ନାମ…

ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ…

ସୋନମ ୱାଙ୍ଗଚୁକଙ୍କ ଅନଶନକୁ ନେଇ ସଜାଗ ହେଲେ କେନ୍ଦ୍ର ସରକାର, ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୧୭।୭: ସୋନମ ୱାଙ୍ଗଚୁକଙ୍କ ଅନଶନର ତୃତୀୟ ସପ୍ତାହ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ତତ୍ପର ହୋଇଉଠିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦିଲ୍ଲୀର ତିନୋଟି ହସ୍ପିଟାଲକୁ…

‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’ କହିବା ବନ୍ଦ କର: ଭାରତୀୟ ରେଳବାଇକୁ ସୁପ୍ରିମ୍ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇରେ ସୁଧାର ଏବଂ ଯାତ୍ରୀମାନଙ୍କ ସୁରକ୍ଷାକୁ ନେଇ ସୁପ୍ରିମ୍ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ଜଷ୍ଟିସ୍ ସଞ୍ଜୟ କରୋଲ ଏବଂ ଜଷ୍ଟିସ୍ ଏନ୍.…

‘ତୁମ ନାମରୁ ‘ଡାକ୍ତର’ ଶବ୍ଦ ହଟାଅ’: ଚିକିତ୍ସା ନ ମିଳିବାରୁ ୪ ବର୍ଷୀୟା ବଳାତ୍କାର ପୀଡିତାଙ୍କ ମୃତ୍ୟୁ; ଗାଜିଆବାଦର ୨ ହସ୍ପିଟାଲକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୭।୭: ସୁପ୍ରିମକୋର୍ଟ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲ ଏବଂ ସେମାନଙ୍କର ଡାକ୍ତରଙ୍କୁ ଶୁକ୍ରବାର ଜଣେ ଚାରି ବର୍ଷୀୟା ବଳାତ୍କାର ପୀଡିତାଙ୍କୁ ସମୟୋଚିତ ଚିକିତ୍ସା ଯୋଗାଇ ନ ଦେବା…

୮ମ ବେତନ ଆୟୋଗ: କେବେଠାରୁ ଲାଗୁ ହେବ ନୂଆ ଦରମା? ୫୦ ଲକ୍ଷ କର୍ମଚାରୀ ଓ ୭୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଜରୁରୀ ଅପଡେଟ୍

ନୂଆଦିଲ୍ଲୀ,୧୭।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖବର। ୮ମ ବେତନ ଆୟୋଗ ଗଠନ ହେବାର ପ୍ରାୟ ୯ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri