ମିନିଟ୍ରକ ସହ ୪ ଟନ୍‌ କୋଇଲା ଜବତ: ଡ୍ରାଇଭର ଫେରାର

ବଅଁରପାଳ,୨୧ା୫,(ଡି.ଏନ.ଏ.)-ବଅଁରପାଳ ଥାନା ମହିଧରପୁର ନିକଟରେ ପୋଲିସ ଚଢାଉ କରି ଏକ ମିନିଟ୍ରକରୁ ପ୍ରାୟ ୪ ଟନ୍‌ର ଚୋରା କୋଇଲା ଜବତ କରିଛି। ବୁଧବାର ରାତିରେ ଏହି ମିନିଟ୍ରକଟି ଚୋରା କୋଇଲା ବୋଝେଇ କରି ଅନୁଗୋଳରୁ ହିନ୍ଦୋଳ ଅଭିମୁଖେ ଆସୁଥିବାବେଳେ ପୋଲିସ ହାତରେ ଧରାପଡ଼ିଥିଲା। ଘଟଣାସ୍ଥଳରୁ ଟ୍ରାଇଭର ଫେରାର ହୋଇଯାଇଛି। ଏ ନେଇ ନଂ. ୧୨୫/୨୦ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

ଜିଏମ୍‌ଡିସି: ଗୁଜରାଟରୁ ଆସି ଖାଇଗଲେ

ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri